Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
World
All world wide news update will uploaded
ଆଫଗାନିସ୍ତାନରେ ଭୂକମ୍ପ
ଆଫଗାନିସ୍ତାନରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଏହାର ପ୍ରଭାବ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଦେଖିବାକୁ ମିଳିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୭ ରେକର୍ଡ଼ ହୋଇଛି। ଏହି ଭୂମିକମ୍ପ ଭୂପୃଷ୍ଠରୁ ୨୫୫ କିମି ଗଭୀରରେ ହୋଇଥିବା ରେକର୍ଡ଼ କରାଯାଇଛି। ଆଫଗାନିସ୍ତାନ ସମୟ ଅନୁଯାୟୀ,…
ୟୁକ୍ରେନ ଯୁଦ୍ଧରେ ରୁଷିଆର ପଲ୍ଲା ଭାରି
ୟୁକ୍ରେନ ଯୁଦ୍ଧରେ ଆମେରିକା ସମେତ ନାଟୋ ଦେଶ ରୁଷିଆକୁ ଭାଙ୍ଗିବାକୁ ଚେଷ୍ଟା କରାଯାଉଛି। ତାଙ୍କୁ ଅଲଗା କରିବା ପାଇଁ ଉଦ୍ୟମ ଚାଲିଛି। କିନ୍ତୁ ପୁଟିନ କମ୍ ଜିଦି ନୁହଁନ୍ତି। ସେ ଜାଣିଛନ୍ତି ଯୁଦ୍ଧରୁ କେଉଁଠାରୁ ଏବଂ କିପରି ଇନ୍ଧନ ଏବଂ ଜଳ କ୍ରୟ କରାଯିବ। ଏହି କାରଣରୁ ସେ ଆମେରିକାର…
ଆମେରିକା ଚାହୁଁଛି ତୃତୀୟ ବିଶ୍ୱଯୁଦ୍ଧ
ପୁଣିଥରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଅଧିକ ଆକ୍ରାତ୍ମକ ହୋଇଛି। ଏହାରି ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସମ୍ଭାବ୍ୟ ତୃତୀୟ ବିଶ୍ୱଯୁଦ୍ଧ ସମ୍ପର୍କରେ ବଡ ବୟାନ ଦେଇଛନ୍ତି।ଏକ ସାମ୍ବାଦିକ ସମ୍ମିଳନୀରେ ଲାଭ୍ରୋଭ କହିଛନ୍ତି ଆମେରିକା ଭାବୁଛି ଯେ ଏକ ନୂତନ ବିଶ୍ୱଯୁଦ୍ଧ ଆରମ୍ଭ ହେଲେ…
ଭୟରେ ଗାଜା ଛାଡୁଛନ୍ତି ଲୋକେ
ଗାଜା ଉପରେ ଇସ୍ରାଏଲ୍ର ଆକ୍ରମଣ ଜାରି ରହିଥିବା ବେଳେ ଯୁଦ୍ଧବିରତି ଆଶା ମଉଳିବାରେ ଲାଗିଛି। କେନ୍ଦ୍ରୀୟ ଗାଜା ଷ୍ଟ୍ରିପ୍ର ଡେଇର ଅଲ୍-ବାଲାହ ଛାଡ଼ି ପଳାଇବାକୁ ରବିବାର ବିଳମ୍ବିତ ରାତିରେ ଇସ୍ରାଏଲ୍ ନୂଆ ନିର୍ଦ୍ଦେଶନାମା କରିବା ପରେ ଭୟରେ ଲୋକମାନେ ପଳାଇଯାଉଛନ୍ତି।୧୦ ମାସ ହେଲା ହମାସ୍…
ୟୁକ୍ରେନର ଜବରଦସ୍ତ ଡ୍ରୋନ ଆକ୍ରମଣ
ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ୟୁକ୍ରେନ ରୁଷିଆ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ଆକ୍ରମଣ କରିଛି। ଡ୍ରୋନ ସାହାଯ୍ୟରେ ରୁଷିଆର ସରାଟୋଭ ଅଞ୍ଚଳକୁ ଆକ୍ରମଣ କରି ୟୁକ୍ରେନ ବିଶ୍ୱକୁ ଚକିତ କରିଛି। ରୁଷିଆର ସରାଟୋଭ ଅଞ୍ଚଳରେ ୟୁକ୍ରେନ ୯/୧୧ ଭଳି ଆକ୍ରମଣ କରିଛି। ଡ୍ରୋନ…
ମୋଦିଙ୍କୁ ନିମନ୍ତ୍ରଣ ପଠାଇଲା ପାକିସ୍ତାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାକିସ୍ତାନ ପଠାଇଛି ନିମନ୍ତ୍ରଣ। କାଉନସିଲ ଅଫ ହେଡସ ଅଫ ସରକାରୀ (ସିଏଚଜି) ବୈଠକରେ ଯୋଗ ଦେବାକୁ ପାକିସ୍ତାନରେ ନିମନ୍ତ୍ରଣ କରିଛି। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମାବାଦରେ ଏହି ବୈଠକ ଅନୁଷ୍ଠିତ ହେବ ଏବଂ ଏଥିରେ ଚାଇନା ଯୋଗଦେବାର ଆଶା ରହିଛି। ଏଥିରେ…
ଟେଲିଗ୍ରାମ୍ର ପ୍ରତିଷ୍ଠାତା ଗିରଫ
ମେସେଜିଂ ଆପ୍ ‘ଟେଲିଗ୍ରାମ’ର ପ୍ରତିଷ୍ଠାତା ପାଭେଲ ଡୁରୋଭଙ୍କୁ ଗିରଫ କରିଛି ପୋଲିସ। ଫ୍ରାନ୍ସର ବର୍ଗେଟ ବିମାନ ବନ୍ଦରରେ ଡୁରୋଭଙ୍କୁ ପୋଲିସ ଗିରଫ କରିଥିବା ଜଣାପଡ଼ିଛି। ସେ ପ୍ରାଇଭେଟ ଜେଟ୍ରେ ଆଜରବାଇଜାନ ଯିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା ପରେ ତାଙ୍କୁ ଗିରଫ କରିଛି। ତାଙ୍କ…
ଋଷିଆ-ୟୁକ୍ରେନ ମଧ୍ୟରେ ବଡ଼ ବୁଝାମଣା
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁକ୍ରେନ ଗସ୍ତର ୨୪ ଘଣ୍ଟାରୁ କମ ସମୟ ମଧ୍ୟରେ ଦୁଇ ଦେଶ ଏକ ବଡ଼ ବୁଝାମଣା କରିଛନ୍ତି । ଏହି ଚୁକ୍ତି ପରେ ଋଷିଆ ଓ ୟୁକ୍ରେନ ଆଜି ୧୧୫ ଜଣ ଲେଖାଏଁ କଏଦୀଙ୍କୁ ବିନିମୟ କରିବାକୁ ଯାଉଛନ୍ତି। ୟୁଏଇ ମଧ୍ୟସ୍ଥତାରେ ଏହି ବୁଝାମଣା ହୋଇଛି ବୋଲି ଋଷିଆର…
ଶେଷ ହେବ ୟୁକ୍ରେନ-ରୁଷ ଯୁଦ୍ଧ
ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ୟୁକ୍ରେନରେ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ନିମନ୍ତ୍ରଣରେ ପିଏମ ମୋଦି ଏହି ଗସ୍ତରେ ଆଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ…
କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ବିବାଦର ସମାଧାନ ହୋଇପାରିବ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ରୁଷ୍-ୟୁକ୍ରେନ ଯୁଦ୍ଧ ସମୟରେ ଭାରତ ନିରପେକ୍ଷ କିମ୍ବା ଉଦାସୀନ ନଥିଲା ଏବଂ ସବୁବେଳେ ଶାନ୍ତି ସପକ୍ଷରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। କିଭରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା ବେଳେ ଶ୍ରୀ ମୋଦୀ ଭାରତର ଆଭିମୁଖ୍ୟକୁ ଦୋହରାଇଛନ୍ତି ଓ…