Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
World
All world wide news update will uploaded
ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟ ଯୁଦ୍ଧ
ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ‘ଲଢ଼େଇ’ ଉଭୟ ଦେଶ ଉପରେ ଅଧିକ ପ୍ରଭାବ ପକାଉଛି । ଏହି କାରଣରୁ, ଗତ କିଛି ବର୍ଷ ମଧ୍ୟରେ ୧ ଲକ୍ଷ ଚାକିରି ଚାଲିଯିବା ସହ କୋଟି କୋଟି ଟଙ୍କା କ୍ଷତି ମଧ୍ୟ ହୋଇଛି ।ଏହା ଏକ ସୀମା ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ । ତଥାପି ଏହାର ତାର…
ପାରା ଏବଂ ଗୁଣ୍ଡୁଚିମୂଷାଙ୍କ ସଂଖ୍ୟା ହ୍ରାସ ଉପରେ ଗୁରୁତ୍ୱ – ଗର୍ଭନିରୋଧକ ବଟିକା ଦେବାକୁ ଯୋଜନା
ଅତୀତରେ ରାଜା ଏବଂ ସମ୍ରାଟମାନଙ୍କ ପାଇଁ ପରାରା ଏକ ଦୂତର କାର୍ଯ୍ୟ ତୁଲାଉଥିଲା। ମାତ୍ର ଏବେ ପାରା ମଣିଷ ଏବଂ ପ୍ରକୃତି ପାଇଁ ବିପଦ ପାଲଟିଛି। ଆମେରିକୀୟ ଏବଂ ୟୁରୋପୀୟ ବୈଜ୍ଞାନିକମାନେ ଏହା କହିଛନ୍ତି। ଏହି କାରଣରୁ ବର୍ତ୍ତମାନ ଏହି ପାରା ଏବଂ ଗୁଣ୍ଡୁଚିମୂଷାଙ୍କ ସଂଖ୍ୟା ହ୍ରାସ ଉପରେ…
ଯୁଦ୍ଧ ବନ୍ଦ ଲାଗି ପୁଟିନଙ୍କ ସର୍ତ୍ତ
ଯୁଦ୍ଧ ବନ୍ଦ ଲାଗି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରଖିଲେ ସର୍ତ୍ତ। ଯଦି ନାଟୋରେ ଯୋଗଦେବା ଲାଗି କରିଥିବା ଯୋଜନାକୁ ୟୁକ୍ରେନ ରଦ୍ଦ କରେ ତେବେ ରୁଷିଆ ତୁରନ୍ତ ଅସ୍ତ୍ରବିରତି ଘୋଷଣା କରିବ। ଏହାସହ ୟୁକ୍ରେନର ଚାରିଟି ଅଧିକୃତ ଅଞ୍ଚଳରୁ ରୁଷିଆ ନିଜର ସୈନ୍ଯ ପ୍ରତ୍ଯାହାର କରିବ ବୋଲି…
ରାମଫୋସା ପୁଣି ହେଲେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି
ସିରିଲ ରାମାଫୋସା ପୁଣିଥରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ସଂସଦ ଶୁକ୍ରବାର ସିରିଲ ରାମାଫୋସାଙ୍କୁ ସପ୍ତମ ସଂସଦର ଜାତୀୟ ସଭାର ପ୍ରଥମ ବୈଠକରେ ରାଷ୍ଟ୍ରପତି ଭାବରେ ମନୋନୀତ କରିଛି। ରାମାଫୋସା ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଅଟନ୍ତି।
୯ ଘଣ୍ଟା ଉଡ଼ାଣ ପରେ ଫେରିଲା ଲଣ୍ଡନ ବିମାନ
ବିମାନଯାତ୍ରୀଙ୍କ ପାଇଁ ଆଉ ଏକ ଭୟଙ୍କର ଅଭିଜ୍ଞତା ମିଳିଛି। ବ୍ରିଟିଶ ଏୟାରୱେଜ୍ର ଏକ ବିମାନ ଲଣ୍ଡନରୁ ପାଖାପାଖି ୩୦୦ ଯାତ୍ରୀଙ୍କୁ ନେଇ ଯୁକ୍ତରାଷ୍ଟ୍ର ଆମେରିକାକୁ ୯ ଘଣ୍ଟାରୁ ଅଧିକ ସମୟ ଉଡ଼ାଣ ଭରିବା ପରେ ପୁଣି ସେହି ମୂଳ ବିମାନବନ୍ଦରରେ ଅବତରଣ କରିଛି। ବିମାନଟି ଆଟଲାଣ୍ଟିକ୍ ମହାସାଗର…
ଇଟାଲୀରେ ପହଞ୍ଚିଲେ ମୋଦି
୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ ସେ କାନାଡା, ଫ୍ରାନ୍ସ, ଜର୍ମାନୀ…
ଇଟାଲୀ ଗସ୍ତରେ ମୋଦୀ
୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ…
୫୦ ତମ ଜି୭ ସମ୍ମିଳନୀ ,ଆଜିଠାରୁ ମୋଦୀଙ୍କ ଇଟାଲି ଗସ୍ତ ଆରମ୍ଭ
୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି।ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ…
କୁଏତରେ ଭୟାବହ ଅଗ୍ନିକାଣ୍ଡ
କୁଏତର ଦକ୍ଷିଣ ମଙ୍ଗାଫ ଜିଲାରେ ଥିବା ଏକ ଅଟ୍ଟାଳିକା(ଲେବର କ୍ୟାମ୍ପ)ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଏଯାବତ ଏଥିରେ ୪୦ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେହିଭଳି ୩୦ ଭାରତୀୟ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୯୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ଘଟଣା…
ଅଗ୍ନିକାଣ୍ଡ ରେ ୪୧ ଲୋକଙ୍କ ମୃତ୍ୟୁ
କୁଏତରେ ଭୟାନକ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ରେ ୪୧ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଥିତି ଗମ୍ଭୀର ରହିଛି । କୁଏତ କୋଠାରେ ଭାରତୀୟ କର୍ମଚାରୀ ମଧ୍ୟ କାମ କରିବା ସହ ବିଭିନ୍ନ କର୍ମଚାରୀ କାମ କରୁଥିଲେ । କୁଏତରେ ଶ୍ରମିକ ଆବାସରେ ରହିଥିବା ଏହି କର୍ମଚାରୀ ମାନଙ୍କ ମଧ୍ୟରୁ ୪୧…