Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
World
All world wide news update will uploaded
ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି
ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି ବଡ଼ ଆକ୍ରମଣ ଆରମ୍ଭ କରେ, ତେବେ ଇରାନ ଏହାକୁ ଧ୍ୱଂସ କରିବ। ଲାହୋରରେ ଏକ ସାମ୍ବାଦିକ ସମ୍ମିଳନୀରେ ରଇସି ଏହା କହିଛନ୍ତି, ଏପ୍ରିଲ ୧୩ରେ, ଇରାନ ୩୦୦ରୁ ଅଧିକ କ୍ଷେପଣାସ୍ତ୍ର…
ଭୁଶୁଡ଼ିଲା କୋଠା
ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ବୋଲି ଆକଳନ କରାଯାଇଛି।ପୂର୍ବ ରିପୋର୍ଟ ଅନୁଯାୟୀ, ପୂର୍ବ ତାଇୱାନର ହୁଆଲିଏନ ଜିଲାର ଶୋଫେଙ୍ଗ ଟାଉନସିପରେ ୯…
ଚାଇନା ନାଁରେ ନାସାର ସାଂଘାତିକ ଅଭିଯୋଗ
ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରି କହିଛନ୍ତି ଯେ, ସେମାନେ (ଚାଇନା) ମହାକାଶରେ ଏକ ଗୁପ୍ତ ସାମରିକ କାର୍ଯ୍ୟକ୍ରମ ଚଳାଉଛନ୍ତି, ଯାହା ଦ୍ୱାରା ସେମାନେ ଚନ୍ଦ୍ରରେ ନିଜର କବ୍ଜା…
ରାଗରେ ଜଳୁଛନ୍ତି ବେଞ୍ଜାମିନ୍ ନେତନ୍ୟାହୁ
ଇସ୍ରାଏଲ୍ ସେନା ପାଲେଷ୍ଟାଇନ୍ ୱେଷ୍ଟବ୍ୟାଙ୍କରେ ମାନବାଧିକାର ଉଲଙ୍ଘନ କରିଥିବା ନେଇ ଗମ୍ଭୀର ଅଭିଯୋଗ ହୋଇଛି । ଏହାରି ମଧ୍ୟରେ ଏପରି ଖବର ଆସିଛି କି ଆମେରିକା ସେଠାରେ ସାଧାରଣ ଲୋକଙ୍କୁ ଟାର୍ଗେଟ୍ କରାଯାଇଥିବା ଅଭିଯୋଗରେ ଇସ୍ରାଏଲ୍ ପ୍ରତିରକ୍ଷା ବାହିନୀ(IDF) ର ଏକ ୟୁନିଟ୍ ଉପରେ…
ଇରାନ ଉପରେ ଇସ୍ରାଏଲ୍ର ପ୍ରତିଶୋଧ ନେବ
ଇରାକ୍ ଓ ସିରିଆରେ ମଧ୍ୟ ବିସ୍ଫୋରଣ ଘଟିଛି। ଗତ ରବିବାର ତେହେରାନ୍ ଇସ୍ରାଏଲ୍ ଉପରେ ଏୟାରଷ୍ଟ୍ରାଇକ୍ କରିଥିବାବେଳେ ଏହାର ପ୍ରତିଶୋଧ ନେବ ବୋଲି ଇସ୍ରାଏଲ୍ କହିଥିଲା। ଇରାନର ଶତାଧିକ ଡ୍ରୋନ୍ ଏବଂ ମିଶାଇଲ୍ ଆକ୍ରମଣର ଜବାବ ଇସ୍ରାଏଲ୍ ଦେଇଥିବା କୁହାଯାଉଛି। ଅନ୍ୟପକ୍ଷରେ ଇରାନ୍…
ଇରାନ୍ ଉପରେ ବଦ୍ଲା ନେଲା ଇସ୍ରାଏଲ୍
ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ପରମାଣୁ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି।
ଉଗ୍ର ରୂପ ଦେଖାଇଛି ଋଷ
କିଛି ଦିନର ନୀରବତା ପରେ ପୁଣିଥରେ ଉଗ୍ର ରୂପ ଦେଖାଇଛି ଋଷ । ୟୁକ୍ରେନ ଉପରେ ଜୋରଦାର ମିସାଇଲ ମାଡ଼ କରିଯୁଦ୍ଧ ପାଇଁ ରଣହୁଙ୍କାର ଦେଇଛି । ୟୁକ୍ରେନର ଚେର୍ନିହିଭ ସହରକୁ ଟାରର୍ଗେଟ କରିଛି ଋଷ ୩ଟି ମିସାଇଲ ମାଡ଼ କରିଛି । ଏହି ଆକ୍ରମରରେ ୟୁକ୍ରେନର ୧୭ ଜଣ ନାଗରିକ ପ୍ରାଣ ହରାଇଥିବା ଜାଣିବାକୁ…
ଆଫଗାନିସ୍ତାନରେ ବନ୍ୟା
ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍ ସୈକ୍ ସୂଚନା ଦେଇଛନ୍ତି। ସେହିପରି ବନ୍ୟାରେ ୨୦୦ରୁ ଅଧିକ ଗୃହପାଳିତ…
ଇରାନକୁ ମିଳିବ କଡା ଜବାବ
ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର ଆକ୍ରମଣର ଜବାବ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଗୋଟିଏ ପଟେ ବେଞ୍ଜାମିନ ନେତାନ୍ୟାହୁ ଜରୁରୀ ବୈଠକ କରୁଛନ୍ତି ଏବଂ ଇରାନ…
ଇସ୍ରାଏଲ ଇରାନ୍ ଯୁଦ୍ଧ
ଦୀର୍ଘ ୭ ମାସ ହେଲା ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଛି। ଏହାକୁ ନେଇ ବିଶ୍ବବାସୀ ଚିନ୍ତିତ ଥିବା ବେଳେ ଗତକାଲି ରାତିରେ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରିସ୍ଥିତିକୁ ବିସ୍ଫୋରକ କରିଦେଇଛି। ସିରିଆରେ ଇରାନୀ ଦୂତାବାସ ଉପରେ ଇସ୍ରାଏଲୀ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ…