Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
World
All world wide news update will uploaded
ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ
ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର କହିଛନ୍ତି, ତାଙ୍କ ସରକାର ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ। ଚାଇନା ଗସ୍ତ ପୂର୍ବରୁ ଏକ ସାକ୍ଷାତକାରରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। ଏକ ସାକ୍ଷାତକାରରେ ପୁଟିନ କହିଛନ୍ତି, ଯେପର୍ଯ୍ୟନ୍ତ ଅନ୍ୟ ଦେଶ ଏହାର ସ୍ବାର୍ଥକୁ ଧ୍ୟାନରେ…
ଚାଇନାକୁ ବଡ଼ ଝଟ୍କା
ଚାଇନାର ଉତ୍ପାଦ ଉପରେ ଆମେରିକା ଭାରି ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏଥିରେ ଇଲେକ୍ଟ୍ରିକ ଯାନ, ବ୍ୟାଟେରୀ, ଷ୍ଟିଲ, ସୌର ସେଲ୍ ଏବଂ ଆଲୁମିନିୟମ ସାମିଲ ଅଛି। ବୈଦ୍ୟୁତିକ ଯାନ ଉପରେ ୧୦୦ ପ୍ରତିଶତ, ସେମିକଣ୍ଡକ୍ଟର ଉପରେ ୫୦ପ୍ରତିଶତ ଏବଂ ବୈଦ୍ୟୁତିକ ଯାନ ବ୍ୟାଟେରୀ ଉପରେ ୨୫…
ରୁଷିଆ ଆକ୍ରମଣ ମଧ୍ୟରେ ଅନୁରୋଧ କଲେ ଜେଲନସ୍କି
ଆଜି ମୁଖ୍ୟ ପ୍ରସଙ୍ଗ ହେଉଛି ରୁଷିଆର କାର୍ଯ୍ୟକଳାପ ଉପରେ ଆମର ପ୍ରତିକ୍ରିୟା। ଦିନସାରା ମୁଖ୍ୟ କମାଣ୍ଡର, ଗୁପ୍ତଚର ବିଭାଗ ଏବଂ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ରିପୋର୍ଟ ଆସିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଖାର୍କିଭ ଅଞ୍ଚଳକୁ ବିଶେଷ ଧ୍ୟାନ ଦିଆଯାଉଛି, ଯେଉଁଠାରେ ରୁଷିଆ ଏହାର ପାଦ ବିସ୍ତାର…
ଭୂକମ୍ପରେ ଥରିଲା ମେକ୍ସିକୋ
ମେକ୍ସିକୋ-ଗ୍ବାଟେମାଲା ସୀମାରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୪ଥିବା ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ କୌଣସି ବଡ଼ କ୍ଷୟକ୍ଷତିର ଖବର ନାହିଁ। ଭୂକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ମେକ୍ସିକୋର ସୁଚାଇଟ ସହରରେ ସକାଳ…
ଆଫଗାନିସ୍ତାନରେ ବନ୍ୟା
ଆଫଗାନିସ୍ତାନରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ୩୦୦ ରୁ ଉର୍ଦ୍ଧ ଲୋକେ ପ୍ରାଣ ହରାଇଥିଲା ବେଳେ ହଜାର ହଜାର ଘର ନଷ୍ଟ ହୋଇଥିବା ମିଳିତ ଜାତିସଂଘ ଫୁଡ୍ ଏଜେନ୍ସି ଶନିବାର କହିଛି। ଗତ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରେ ଆସିଥିବା ଅନେକ ବନ୍ୟା ମଧ୍ୟରୁ ବଞ୍ଚିଥିବା ଲୋକଙ୍କୁ ବିଶ୍ୱ ଫୁଡ୍…
ୟୁକ୍ରେନରେ ଦୁଇ ମନ୍ତ୍ରୀ ବହିଷ୍କାର
ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍ଜାଣ୍ଡାର କୁବ୍ରାକୋଭ୍ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ ଉପ…
ଆମେରିକାକୁ ଗାଳି କଲା ରୁଷିଆ
ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର ଭିତ୍ତିହୀନ ଅଭିଯୋଗ କରିଥିବାରୁ ସେ ଆମେରିକାକୁ ନିନ୍ଦା କରିଛନ୍ତି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଏହି…
ନାଟୋକୁ ପୁଟିନଙ୍କ ଚେତାବନୀ
ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ ପୁଟିନ କହିଛନ୍ତି ଯେ ପାଶ୍ଚ୍ୟାତ୍ୟ ଦେଶଗୁଡ଼ିକ ଉପରେ ନିର୍ଭର ଯେ ସେମାନେ ରୁଷିଆ ସହ ଆଲୋଚନା କରିବାକୁ ଚାହୁଁଛନ୍ତି ଅବା ରୁଷିଆ ବିକାଶରେ ବାଧା ସୃଷ୍ଟି…
ଇସ୍ରାଏଲ୍ ଉପରେ ହେଜବୁଲ୍ଲାର ଡ୍ରୋନ୍ ଆକ୍ରମଣ
ଇସ୍ରାଏଲ୍ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ସ୍ପଷ୍ଟ କରିନାହିଁ। ଲେବାନନ ଅତିକ୍ରମ କରି ଏକ ଡ୍ରୋନ୍ ମେଟୁଲା ଅଞ୍ଚଳରେ ମାଡ଼ ହୋଇଥିଲା ବୋଲି ସେନା…
ବ୍ୟାନ ହେଲା ଅଲ ଜଜିରା
ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କତାରର ଗ୍ଲୋବାଲ ନ୍ୟୁଜ ଚ୍ୟାନେଲ ଅଲ ଜଜିରାର ସ୍ଥାନୀୟ ଶାଖା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଅଲ ଜଜିରାକୁ ଏକ…