Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
World
All world wide news update will uploaded
ଆଜି ଠାରୁ ଦୁଇ ଦିନିଆ ରୁଷ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି(ସୋମବାର)ଠାରୁ ଦୁଇ ଦିନିଆ ରୁଷ୍ ଗସ୍ତରେ ଯିବେ। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହିତ ୨୨ତମ ଭାରତ-ରୁଷ୍ ବାର୍ଷିକ ସମ୍ମିଳନୀରେ ଯୋଗଦେବେ। ପୁଟିନଙ୍କ ନିମନ୍ତ୍ରଣ କ୍ରମେ ମୋଦୀ ରୁଷ୍ ଗସ୍ତ କରୁଛନ୍ତି।…
ଭୂକମ୍ପରେ ଥରିଉଠିଲା ଜାପାନ
ଜାପାନର ପଶ୍ଚିମ ଓଗାସାୱାରା ଦ୍ୱୀପପୁଞ୍ଜରେ ୬.୩ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି । ସ୍ଥାନୀୟ ପାଣିପାଗ ଏଜେନ୍ସି ଏହି ସୂଚନା ଦେଇଛି । ଜାପାନ ମେଟେରୋଲୋଜିକାଲ ଏଜେନ୍ସି (ଜେଏମଏ) ର ସୂତ୍ରରୁ ପ୍ରକାଶ କି, ଏହି ଭୂକମ୍ପ ସ୍ଥାନୀୟ ସମୟ ପୂର୍ବାହ୍ନ ୫ ଟା ସମୟରେ ଓଗାସାୱାରା…
ଗାଜାର ସ୍କୁଲ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍
ଇସ୍ରାଏଲ ସେନା ଶନିବାର ଗାଜାର ଏକ ସ୍କୁଲ ଉପରେ ଏୟାରଷ୍ଟ୍ରାଇକ୍ କରିଛି। ଏଥିରେ ୧୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଏହି ସ୍କୁଲ ମିଳିତ ଜାତିସଂଘ(ୟୁଏନ)ର ଥିଲା, ଯେଉଁଠାରେ ଶରଣାର୍ଥୀମାନଙ୍କୁ ରଖାଯାଇଥିଲା।
ସ୍ଥାନୀୟ ଲୋକଙ୍କ…
ସାଇକେଲ୍ରେ ଘରକୁ ଫେରିଲେ ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ
ନେଦରଲ୍ୟାଣ୍ଡରେ ଏକ ଅପ୍ରତ୍ୟାଶିତ ଘଟଣାରେ, ବିଦାୟୀ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ ହେଗ’ରେ ଥିବା ତାଙ୍କ କାର୍ଯ୍ୟାଳୟରୁ ଏକ ନିଆରା ଢଙ୍ଗରେ ସାଇକେଲ ଚଢି ବିଦାୟ ନେଇଛନ୍ତି। ୧୪ ବର୍ଷ କାର୍ଯ୍ୟକାଳ ପରେ, ରୁଟ୍ ପୂର୍ବତନ ଗୁଇନ୍ଦା ମୁଖ୍ୟ ଡିକ୍ ସ୍କୋଫଙ୍କୁ କ୍ଷମତା ହସ୍ତାନ୍ତର କରିଛନ୍ତି। ରାଜା…
ଇରାନର ନୂଆ ରାଷ୍ଟ୍ରପତି
ଇରାନରେ ମାସୁଦ ପେଜେଶକିଆନ ଦେଶର ୯ମ ରାଷ୍ଟ୍ରପତି ହୋଇଛନ୍ତି। ସେ ମୌଳବାଦୀ ବା କଟ୍ଟରପନ୍ଥୀ ସୟଦ ଜଲିଲିଙ୍କୁ ପରାସ୍ତ କରିଛନ୍ତି। ମାସୁଦ ପେଜେଶକିଆନ ହିଜାବ ବିରୋଧୀ ତଥା ଉଦାରବାଦୀ ନେତା ଭାବରେ ଜଣାଶୁଣା।ଇରାନର ରାଜ୍ୟ ଗଣମାଧ୍ୟମ IRNA ଅନୁଯାୟୀ, ପେଜେଶକିଆନ ୧୬.୪ ନିୟୁତ ଭୋଟ ପାଇଛନ୍ତି।…
ବ୍ରିଟେନ ନିର୍ବାଚନରେ ଚମକିଲେ ଭାରତୀୟ ବଂଶୋଦ୍ଭବ
ବ୍ରିଟେନ୍ ପାର୍ଲାମେଣ୍ଟର ନିମ୍ନ ସଦନ ହାଉସ୍ ଅଫ୍ କମନ୍ସର ୬୫୦ ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ ୧୦୭ ବ୍ରିଟିଶ-ଇଣ୍ଡିଆନ ଅବତୀର୍ଣ୍ଣ ହୋଇଥିଲେ। ସେମାନଙ୍କ ମଧ୍ୟରୁ ରେକର୍ଡ ସଂଖ୍ୟକ ୨୬ ଭାରତୀୟ ବଂଶୋଦ୍ଭବ ବିଜୟୀ ହୋଇଛନ୍ତି। ବିଜୟୀଙ୍କ ମଧ୍ୟରେ ଉଭୟ ଲେବର ପାର୍ଟି ଏବଂ କଞ୍ଜରଭେଟିଭ୍…
ପରାଜୟକୁ ଖଣ୍ଡନ କଲେ ବାଇଡେନ୍
ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଡେମୋକ୍ରାଟିକ୍ ଦଳର ପ୍ରାର୍ଥୀ ତଥା ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ୍ ନିଜର ପ୍ରତିପକ୍ଷ ତଥା ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ଙ୍କଠାରୁ ଦୁଇପାଦ ପଛରେ ଅଛନ୍ତି। ନିକଟରେ ସିଏନ୍ଏନ୍ରେ ହୋଇଥିବା ‘ରାଷ୍ଟ୍ରପତି ବିତର୍କ’ରେ…
ବ୍ରିଟେନ୍ ନିର୍ବାଚନ : ଋଷି ସୁନକ ପରାଜୟ
ପ୍ରଧାନମନ୍ତ୍ରୀ ପଦ ପାଇଁ ୪ ଜୁଲାଇରେ ବ୍ରିଟେନ୍ରେ ଭୋଟ ଅନୁଷ୍ଠିତ ହୋଇଥିଲା। ଏବେ ବି ଗଣନା ଜାରି ରହିଛି। ଏପର୍ଯ୍ୟନ୍ତ ଟ୍ରେଣ୍ଡକୁ ଦେଖିଲେ କଞ୍ଜରଭେଟିଭ ପାର୍ଟି ନେତା ତଥା ବିଦାୟୀ ପ୍ରଧାନମନ୍ତ୍ରୀ ଋଷି ସୁନକ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି। ଲେବର ପାର୍ଟି ସରକାର ଗଢ଼ିବା ସ୍ଥିର…
ୟୁକେ ସଂସଦରେ ଭାରତୀୟ ବଂଶଧରଙ୍କ ପ୍ରଭାବ ବଢିବାରେ ଲାଗିଛି
ଆମ ଦେଶକୁ ବର୍ଷ ବର୍ଷ ଧରି ଶାସନ କରିଥିବା ଇଂଲଣ୍ଡରେ ବଢୁଛି ଭାରତୀୟଙ୍କ ଆଧିପତ୍ୟ। ଆଜି ୟୁକେରେ ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଆଉ ଏହି ନିର୍ବାଚନରେ ୧୯ ଜଣ ଭାରତୀୟ ବଂଶଧର ସାଂସଦ ଭାବେ ନିର୍ବାଚନ ଲଢୁଛନ୍ତି। ଉଭୟ ଶାସନରେ ଥିବା କଞ୍ଜରଭେଟିଭ୍ ପାର୍ଟି ଏବଂ ବିରୋଧୀ ଲେବର…
ପାକିସ୍ତାନକୁ ବଡ଼ ଅଫର୍ ଦେଲା ରୁଷିଆ
କାଜାଖସ୍ତାନରେ ଚାଲିଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ପୁଟିନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫଙ୍କୁ ଭେଟିଛନ୍ତି। ଏହି ସମୟରେ ଅଶୋଧିତ ତୈଳ ଏବଂ ଶକ୍ତି ଯୋଗାଣ ବୃଦ୍ଧି ପାଇଁ ପୁଟିନ ଶେହବାଜ ଶରିଫଙ୍କୁ ଅଫର ଦେଇଥିଲେ। ପୁଟିନ ଶାହାବାଜଙ୍କୁ କହିଛନ୍ତି, ମୁଁ ଦୁଇଟି…