Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
World
All world wide news update will uploaded
ଇସ୍ତଫା ଦେବେ ଜାପାନ ପ୍ରଧାନମନ୍ତ୍ରୀ
ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଆସନ୍ତା ମାସରେ ନିଜ ପଦରୁ ଇସ୍ତଫା ଦେବେ ବୋଲି ବୁଧବାର ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ କିଶିଦା କହିଛନ୍ତି, ସେ ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି (ଏଲ୍ଡିପି) ନେତା ପଦ ପାଇଁ ଆଉ ନିର୍ବାଚନ ଲଢ଼ିବେ ନାହିଁ। କାରଣ ଜନସାଧାରଣଙ୍କ…
ହମାସ ଟାର୍ଗେଟରେ ଇସ୍ରାଏଲ
ହମାସ ନିଜର ପ୍ରତିଶୋଧ ନେବା ପାଇଁ ଇସ୍ରାଏଲ ଉପରେ ଏମ-୯୦ ରକେଟରେ ଆକ୍ରମଣ କରିଛି। ପାଲେଷ୍ଟାଇନ ଗ୍ରୁପ ଇସ୍ରାଏଲର ରାଜଦାନୀ ତେଲ ଅବୀବ ସମେତ ଅନେକ ସହରକୁ ଟାର୍ଗେଟ କରାଯାଇଛି। ସଶସ୍ତ୍ର ବାହିନୀ ଅଲ-କସ୍ସାମ ବ୍ରିଗେଡ ଆକ୍ରମଣର ସୂଚନା ଦେଇ କହିଛନ୍ତି ଯେ, ସେ ଦୁଇଟି ଏମ୯୦ ରକେଟରେ ତେଲ ଅବୀବ…
ପାକିସ୍ତାନରେ ପୂର୍ବତନ ଆଇଏସଆଇ ମୁଖ୍ୟ ଗିରଫ
ଗୃହ ନିର୍ମାଣ ଯୋଜନା ଦୁର୍ନୀତିରେ ସଂପୃକ୍ତ ଥିବା ଅଭିଯୋଗରେ ପାକିସ୍ତାନ ସେନା ପକ୍ଷରୁ ସୋମବାର ଗୁଇନ୍ଦା ସଂସ୍ଥା ଆଇଏସଆଇର ପୂର୍ବତନ ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫୟାଜ ହମିଦଙ୍କୁ ଗିରଫ କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ହମିଦଙ୍କୁ ଗିରଫ କରାଯିବା ସହ ଖୁବଶୀଘ୍ର ତାଙ୍କ…
ଟ୍ରମ୍ପ୍ଙ୍କ ଅଭିଯୋଗ
ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’କୁ ଫେରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫମରେ ଏକ୍ସ ମାଲିକ ଏଲନ ମସ୍କ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତକାର ନେଉଛନ୍ତି। ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କମଲା ହାରିସଙ୍କୁ ଟାର୍ଗେଟ କରିଥିଲେ।ଆମେରିକାର…
ହେଲିକପ୍ଟର କ୍ରାସ
ଅଷ୍ଟ୍ରେଲିଆର କେନର୍ସ ସହରର ଏକ ହୋଟେଲ ଛାତରେ ଏକ ହେଲିକପ୍ଟର ଖସିପଡିଛି। ଏହାନରେ ତୁରନ୍ତ ଜରୁରୀକାଳୀନ ଦଳକୁ ଡକାଯାଇଥିଲା। ପୋଲିସ ତୁରନ୍ତ ପୁରା ହୋଟେଲରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ପ୍ରାୟ ୪୦୦ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଅଷ୍ଟ୍ରେଲୀୟ ଗଣମାଧ୍ୟମ ଅନୁଯାୟୀ ପାଇଲଟ…
ଆଶ୍ରୟସ୍ଥଳ ଯିବାକୁ ଇସ୍ରାଏଲ୍ର ନିର୍ଦ୍ଦେଶ
ହମାସ୍ ଏବଂ ଇସ୍ରାଏଲ୍ ମଧ୍ୟରେ ୧୦ ମାସ ଧରି ଯୁଦ୍ଧ ଚାଲିଲାଣି । ଯୁଦ୍ଧରେ ଘରଦ୍ୱାର ହରାଇ ଗାଜା ସହରର ଏକ ସ୍କୁଲରେ ଆଶ୍ରୟ ନେଇଥିବା ଶତାଧିକ ଲୋକ ଶନିବାର ଇସ୍ରାଏଲ୍ ସେନାର ଏୟାରଷ୍ଟ୍ରାଇକ୍ରେ ପ୍ରାଣ ହରାଇଥିଲେ। ଉକ୍ତ ସ୍କୁଲ ପରିସରରେ ହମାସ୍ ଆତଙ୍କବାଦୀ ରହୁଥିଲେ ଏବଂ ଆକ୍ରମଣରେ ୧୯…
ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ !
ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଲୋକମାନେ ମାସକର ଖର୍ଚ୍ଚ ମଧ୍ୟ ପୂରଣ କରିବାରେ ଅସମର୍ଥ ହେଉଛନ୍ତି। ଗତବର୍ଷ ତୁଳନାରେ ପାକିସ୍ତାନର ସହରୀ ଅଞ୍ଚଳରେ ମୁଦ୍ରାସ୍ଫିତି ଗଳବର୍ଷ ତୁଳନାରେ ୧୪ ପ୍ରତିସହତ ବୃଦ୍ଧି ପାଇଛି। ଫଳସ୍ୱରୂପ, ଦେଶର ୭୪% ସହରାଞ୍ଚଳର ଲୋକ ବର୍ତ୍ତମାନର…
ଆମେରିକା ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଆମେରିକା ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ବର୍ତ୍ତମାନ ଭାରତରେ ରହୁଥିବା ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପକୁ ହସ୍ତାନ୍ତର କରି ନ ଥିବାରୁ ଆମେରିକା ତାଙ୍କୁ କ୍ଷମତାରୁ ହଟାଇ ଦେଇଛି। ସେ କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପ…
ଗାଜାରେ ବୋମାମାଡ଼
ଆଜି ଗାଜାରେ ଏକ ସ୍କୁଲ୍ ପରିସରରେ ଚାଲିଥିବା ଆଶ୍ରୟସ୍ଥଳ ଉପରେ ଇସ୍ରାଏଲ ବିମାନ ଆକ୍ରମଣ କରିବାରୁ ଶତାଧିକ ଲୋକଙ୍କର ମୃତ୍ୟୁ ଘଟିଛି। ବିସ୍ଥାପିତ ଲୋକଙ୍କ ଆଶ୍ରୟସ୍ଥଳ ପାଲଟିଥିବା ଏକ ସ୍କୁଲ୍ ଉପରେ ଇସ୍ରାଏଲ ଆଜି ଅଚାନକ କୌଣସି ପୂର୍ବ ସତର୍କ ସୂଚନା ନଦେଇ ବୋମା ମାଡ଼ କରିଥିଲା।…
ବ୍ରାଜିଲରେ ବିମାନ ଦୁର୍ଘଟଣା
ବ୍ରାଜିଲରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି । ଏକ ବିମାନ କ୍ରାଶରେ ୬୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟର୍ବୋପ୍ରପ୍ ପ୍ଲେନଟି ଶୁକ୍ରବାର ଦିନ ବ୍ରାଜିଲର ସାଓ ପାଓଲୋ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଦୁର୍ଘଟଣା ଫଳରେ ବିମାନରେ…