Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
World
All world wide news update will uploaded
ଚର୍ଚ୍ଚାରେ ବାଇଡେନ୍
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ବାରମ୍ବାର କ୍ୟାମେରା ଆଗରେ ତାଙ୍କର ବାକ୍-ସ୍ଖଳନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଏଥର ସେ ଆମେରିକା ଗାଜାପଟିରେ ଆକାଶମାର୍ଗରୁ ଖାଦ୍ୟପୁଡ଼ିଆ ପକାଇବ ବୋଲି କହୁ କହୁ ଗାଜା ସ୍ଥାନରେ ‘ୟୁକ୍ରେନ୍’ ବୋଲି କହିଦେଇଛନ୍ତି। ନିଜ ପାଖରେ ଇଟାଲୀ ପ୍ରଧାନମନ୍ତ୍ରୀ…
ଅଲ୍ଟମ୍ୟାନ୍ଙ୍କୁ କୋର୍ଟକୁ ଟାଣିଲେ ମସ୍କ
ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଚାଟ୍ଜିପିଟି ନିର୍ମାତା ଓପନ୍ଏଆଇ ତଥା ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ସାମ୍ ଅଲ୍ଟମ୍ୟାନ୍ଙ୍କୁ ଚୁକ୍ତି ଖିଲାପି ଅଭିଯୋଗରେ କୋର୍ଟର କାଠଗଡ଼ାକୁ ଟାଣିଛନ୍ତି। ବ୍ୟବସାୟିକ ଲାଭ ପରିବର୍ତ୍ତେ ମାନବ ଜାତିର ସୁବିଧା ପାଇଁ ଆର୍ଟିଫିସିଆଲ…
ଗାଜାରେ ଇସ୍ରାଏଲର ଗୁଳିବର୍ଷା
ଗାଜାର ଦକ୍ଷିଣ ପଶ୍ଚିମ ଅଂଚଳରେ ଆଜି ଭୟାନକ ସ୍ଥିତି ଉପୁଜିଛି। ରିଲିଫ୍ ସାମଗ୍ରୀ ପାଇଁ ସମବେତ ହୋଇଥିବା ଭିଡ଼ ଭିତରୁ କିଛି ଲୋକ ଇସ୍ରାଏଲ ସୈନିକଙ୍କ ଉପରେ ଆକ୍ରମଣ କରିବାରୁ ଇସ୍ରାଏଲ ଏହାର ଜବାବରେ ପ୍ରବଳ ଗୁଳିବର୍ଷା କରିଛି। ଏଥିରେ ୧୦୪ ଜଣ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ…
ନିର୍ବାଚନ ପୂର୍ବରୁ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବାଇଡେନଙ୍କ ଡାକ୍ତର କେଭିନ ଓ’କନୋର କହିଛନ୍ତି, ସେ ଡ୍ୟୁଟି ପାଇଁ ଫିଟ୍ ଅଛନ୍ତି। ହ୍ବାଇଟ୍ ହାଉସ ବାଇଡେନଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧରେ ସୂଚନା ଶେୟାର କରିଛି। ସେ ତାଙ୍କ କାର୍ଯ୍ୟ ପାଇଁ ସମ୍ପୂର୍ଣ୍ଣ ଫିଟ୍ ଏବଂ…
ଗାଜାରେ ଦୁର୍ଭିକ୍ଷ ଭଳି ସ୍ଥିତି
ଇସ୍ରାଏଲ-ଗାଜା ଯୁଦ୍ଧ ଥମିବାର ନାଁ ନେଉନାହିଁ। ଏହି ଯୁଦ୍ଧ ଯୋଗୁଁ ପୁଣି ଥରେ ଗାଜାରେ ମାନବିକ ସଙ୍କଟ ସୃଷ୍ଟି ହୋଇଛି। ଉତ୍ତର ଗାଜାରେ ଦୁର୍ଭିକ୍ଷ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଗାଜାର ଲୋକମାନେ ଭୋକଉପାସରେ ଦିନ କାଟୁଛନ୍ତି। ଜାନୁଆରି ୨୩ ପରଠାରୁ ଉତ୍ତର ଗାଜାର ଲୋକଙ୍କ ପାଖରେ କୌଣସି…
ଇସ୍ରାଏଲ-ହମାସ୍ ଯୁଦ୍ଧ ଜାରି
ଇସ୍ରାଏଲ-ହମାସ ଯୁଦ୍ଧ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଇସ୍ରାଏଲ ଆକ୍ରମଣରେ ୯୦ ଜଣ ପାଲେଷ୍ଟିନୀୟ ନିହତ ହୋଇଥିବା ବେଳେ ୧୬୪ ଜଣ ଆହତ ହୋଇଛନ୍ତି। ଏହା ଭିତରେ ଅନେକ ନିରୀହ ପାଲେଷ୍ଟିନୀୟଙ୍କ ଜୀବନ ବି ପେଷିହୋଇ ଯାଉଛି। ଗତ ଅକ୍ଟୋବର ୭ ତାରିଖରୁ ଆରମ୍ଭ ହୋଇଥିବା ଯୁଦ୍ଧରେ ଅଦ୍ୟାବଧି…
ଇସ୍ରାଏଲ ହମାସ ଯୁଦ୍ଧ ବନ୍ଦ ହୋଇଯିବ : ବାଇଡେନ
ପାଞ୍ଚ ମାସରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଅକ୍ଟୋବର ୭, ୨୦୨୩ରେ, ହମାସ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରି ଶହ ଶହ ଲୋକଙ୍କୁ ବନ୍ଧକ ରଖିଥିଲେ। ଏହା ପରେ, ଇସ୍ରାଏଲ ଦୃଢ ପ୍ରତିଶୋଧ ଏବଂ ଆପୋଷ ବୁଝାମଣା କରି ଏହାର କିଛି ଲୋକଙ୍କୁ ମୁକ୍ତ କଲା।…
ଟ୍ରମ୍ପଙ୍କଠାରୁ ପରାଜିତ ହେଲେ ନିକି
ନିଜ ଦଳ ରିପବ୍ଲିକାନ୍ ପାର୍ଟିର ଆଭ୍ୟନ୍ତରୀଣ ପ୍ରାର୍ଥୀ ଚୟନ ପ୍ରକ୍ରିୟାରେ ପ୍ରତିଦ୍ବନ୍ଦ୍ବୀ ରାଷ୍ଟ୍ରପତି ପ୍ରାର୍ଥୀ ନିକି ହାଲିଙ୍କୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରାଜିତ କରିଛନ୍ତି। ଶନିବାର ଅନୁଷ୍ଠିତ ଏହି ପ୍ରାଥମିକ ମନୋନୟନ ପ୍ରକ୍ରିୟାରେ ନିକିଙ୍କୁ ତାଙ୍କ…
ନ୍ୟୁୟର୍କର ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ
ଆମେରିକାର ନ୍ୟୁୟର୍କରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା । ନ୍ୟୁୟର୍କର ହାର୍ଲେନରେ ଶୁକ୍ରବାର ଦିନ ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିିଥିଲା । ନିଆଁ ଲାଗିବା ହେତୁ ଜଣେ ଭାରତୀୟ ବଂଶଜ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି । ଆମେରିକାରେ ଥିବା ଭାରତୀୟ ଦୂତାବାସ ଏକ…
ଗାଜାରେ ବୋମାମାଡ଼
କେନ୍ଦ୍ରୀୟ ଗାଜାପଟିରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମ୍ରେ ୪୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଗାଜାରେ ହମାସ ଦ୍ୱାରା ପରିଚାଳିତ ସରକାରଙ୍କ ମିଡିଆ କାର୍ଯ୍ୟାଳୟ ଏକ ପ୍ରେସ୍ ବିବୃତିରେ ଏହା କହିଛି। ପାଲେଷ୍ଟାଇନ୍ ପ୍ରତିରକ୍ଷା ସୂତ୍ରରୁ ମିଳିଥିବା…