Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
Browsing Category
World
All world wide news update will uploaded
କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ
କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ। ଶୁକ୍ରବାର ଦିନ ଏକ ବଡ଼ ନିଷ୍ପତ୍ତି ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାରୁ ଆସୁଥିବା ଉତ୍ପାଦ ଉପରେ ୩୫% ର ଭାରୀ ଶୁଳ୍କ (ଆମଦାନୀ ଶୁଳ୍କ) ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏହି ଶୁଳ୍କ ୧ ଅଗଷ୍ଟ, ୨୦୨୫ରୁ କାର୍ଯ୍ୟକାରୀ ହେବ…
ଭାରତ ଏବଂ ଆମେରିକା ମଧ୍ୟରେ ଏକ “ମିନି ବାଣିଜ୍ୟ ଚୁକ୍ତି” ଘୋଷଣା
ମଙ୍ଗଳବାର ରାତିରେ ଭାରତ ଏବଂ ଆମେରିକା ମଧ୍ୟରେ ଏକ "ମିନି ବାଣିଜ୍ୟ ଚୁକ୍ତି" ଘୋଷଣା ହୋଇପାରେ। ତେବେ ଦୁଇ ଦେଶ ମଧ୍ୟରେ ଆଉ କିଛି ଆଲୋଚନା ପରେ ଚଳିତ ବର୍ଷ ଶେଷ ଆଡ଼କୁ ସଂପୂର୍ଣ୍ଣ ବାଣିଜ୍ୟ ଚୁକ୍ତି ହୋଇପାରେ ।
ସୂଚନା ଅନୁଯାୟୀ, ଏହି ମିନି (ଛୋଟ) ବାଣିଜ୍ୟ ଚୁକ୍ତି ଭାରତ…
‘ଆମେରିକା ପାର୍ଟି’ ନାମରେ ନୂଆ ରାଜନୈତିକ ଦଳ ଗଠନ କଲେ ଏଲନ ମସ୍କ
ଆମେରିକାର ୨୪୯ତମ ସ୍ଵାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବହୁଚର୍ଚ୍ଚିତ ‘ଓ୍ବାନ ବିଗ ବ୍ୟୁଟିଫୁଲ’ ଆଇନ ଲାଗୁ କରିଛନ୍ତି। ଏହା ମଧ୍ୟରେ ତାଙ୍କ ପୂର୍ବ ସହଯୋଗୀ ତଥା ଉଦ୍ୟୋଗବିତ୍ ଏଲନ ମସ୍କ ‘ଆମେରିକା ପାର୍ଟି’ ନାମରେ ନୂଆ ରାଜନୈତିକ ଦଳ ଗଠନ କରିଛନ୍ତି। ଏ ନେଇ ମସ୍କ…
ଗ୍ୟାସ ଷ୍ଟେସନରେ ବିସ୍ଫୋରଣ, 40 ଆହତ
ପୂର୍ବ ରୋମର ପ୍ରିନେଷ୍ଟିନୋ ଜିଲ୍ଲା ଗୋର୍ଡିଆନିରେ ଶୁକ୍ରବାର ସକାଳେ ଏକ ଗ୍ୟାସ ଷ୍ଟେସନରେ ବିସ୍ଫୋରଣ ଯୋଗୁ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ଜଣାପଡ଼ିନଥିଲେ ମଧ୍ୟ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗରୁ ମିଳିଥିବା…
ଘାନାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ତାଙ୍କର ପଞ୍ଚରାଷ୍ଟ୍ରୀୟ ଗସ୍ତ ଆରମ୍ଭ କରିଥିବାବେଳେ ଘାନାରେ ପହଞ୍ଚିଛନ୍ତି। ଘାନା ରାଷ୍ଟ୍ରପତି ଜନ ଦ୍ରାମାନି ମାହାମାଙ୍କ ବିମାନବନ୍ଦରରେ ମୋଦୀଙ୍କୁ ସ୍ବାଗତ କରିଥିବାବେଳେ ତାଙ୍କୁ ୨୧ ତୋପ ସଲାମି ଦିଆଯାଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ…
ଭାରତ-ଆମେରିକା ଭିତରେ ହେବ ବଡ଼ ଟ୍ରେଡ୍ ଡିଲ୍
ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଚୁକ୍ତି ହୋଇପାରେ ବୋଲି ଟ୍ରମ୍ପ କହିଛନ୍ତି । ଏହି ଚୁକ୍ତି ବିଷୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଏକ ସଙ୍କେତ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି, ଚୀନ ସହିତ ଚୁକ୍ତି ହୋଇଛି । ସମସ୍ତ ଦେଶ ସହିତ ହେବନି କିନ୍ତୁ…
ପୁଣି ଥରେ ଯୁଦ୍ଧ ଅଟକାଇଥିବା ଦାବି କଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ତାଙ୍କ ମଧ୍ୟସ୍ଥତା ଯୋଗୁ ହୋଇଛି। ଭାରତ ତାଙ୍କ ଦ୍ୱାରା ବାରମ୍ବାର ସମାନ ଦାବିକୁ ଖଣ୍ଡନ କରିବା ପରେ ବି ଟ୍ରମ୍ପ୍ ମିଛ ଡୁଙ୍ଗୁରା ପିଟି ଚାଲିଛନ୍ତି।…
ପୁଟିନଙ୍କ ସାହାର୍ଯ୍ୟ ନବାକୁ ମନକଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନାଟୋ ଶିଖର ସମ୍ମିଳନୀରେ ସାମିଲ ହେବାକୁ ନେଦରଲ୍ୟାଣ୍ଡ ହେଜରେ ଅଛନ୍ତି । ହେଗ୍ ଯିବା ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀରେ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଇରାନ୍ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ବିରାମ ପାଇଁ ଋଷ ରାଷ୍ଟ୍ରପତି…
ଆମେରିକାରେ ସରକାରୀ କର୍ମଚାରୀଙ୍କୁ ହ୍ୱାଟ୍ସଆପ୍ ନିଷେଧ
ଇରାନ ପରେ ଏବେ ଆମେରିକା ସଂସଦ ସମସ୍ତ ସରକାରୀ ଡିଭାଇସରୁ ହ୍ୱାଟ୍ସଆପ୍କୁ ନିଷିଦ୍ଧ କରିଛି। ରିପୋର୍ଟ ଅନୁସାରେ, ଡାଟା ସୁରକ୍ଷା ଏବଂ ସାଇବର ସୁରକ୍ଷା ସହ ଜଡ଼ିତ ବିପଦ ଏହି ନିଷ୍ପତ୍ତି ପଛର ମୁଖ୍ୟ କାରଣ ବୋଲି କୁହାଯାଉଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ, କ’ଣ ଆମେରିକା ସରକାର ଏବେ ଆଉ ନିଜ…
ଇରାନ ଉପରେ ଆମେରିକାର ଆକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଜ୍ଜନକ
ଆମେରିକାର ଆକ୍ରମଣ ପରେ ଇରାନ ଜାତିସଂଘ ସୁରକ୍ଷା ପରିଷଦରେ ଜରୁରୀକାଳୀନ ବୈଠକ ପାଇଁ ଦାବି କରିଥିଲା । ରବିବାର ବିଳମ୍ବିତ ରାତିରେ ଇସ୍ରାଏଲ, ଇରାନ ଓ ଆମେରିକା ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଜାତିସଂଘ ସୁରକ୍ଷା ପରିଷଦ ଏକ ଜରୁରୀ ବୈଠକ ଡାକିଥିଲା । ଏହି ବୈଠକରେ ଅନ୍ତର୍ଜାତୀୟ…