Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
World
All world wide news update will uploaded
ଗାଜାରେ ବୋମାମାଡ଼
କେନ୍ଦ୍ରୀୟ ଗାଜାପଟିରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମ୍ରେ ୪୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଗାଜାରେ ହମାସ ଦ୍ୱାରା ପରିଚାଳିତ ସରକାରଙ୍କ ମିଡିଆ କାର୍ଯ୍ୟାଳୟ ଏକ ପ୍ରେସ୍ ବିବୃତିରେ ଏହା କହିଛି। ପାଲେଷ୍ଟାଇନ୍ ପ୍ରତିରକ୍ଷା ସୂତ୍ରରୁ ମିଳିଥିବା…
ଶ୍ରୀଲଙ୍କାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଗୀତା ମହୋତ୍ସବ
ଶ୍ରୀଲଙ୍କାର ବୁଦ୍ଧ ଶାସନ, ଧାର୍ମିକ ଓ ସାଂସ୍କୃତିକ ବ୍ୟାପାର ମନ୍ତ୍ରୀ ବିଦୁରା ବିକ୍ରମନାୟକେ କହିଛନ୍ତି ଯେ କଲମ୍ବୋରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ ଅନୁଷ୍ଠିତ ହେବ। ପରିଚାଳନା କମିଟି ବୈଠକରେ ମନ୍ତ୍ରୀ କହିଛନ୍ତି, ଶ୍ରୀମଦ୍ ଭଗବତ ଗୀତାର କାଳଜୟୀ ଶିକ୍ଷାକୁ ଲୋକପ୍ରିୟ କରିବା ଏହି…
ଭେନେଜୁଏଲାରେ ଭୁଶୁଡ଼ିଲା ବେଆଇନ ସୁନା ଖଣି
ଦକ୍ଷିଣ ଆମେରିକାର ମହାଦ୍ୱୀପ ସ୍ଥିତ ଭେନେଜୁଏଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧ୍ୟ ଭେନେଜୁଏଲାରେ ବେଆଇନ୍ ସୁନା ଖଣି ହଠାତ ଭୁଶୁଡ଼ି ପଡ଼ିଛି । ଫଳରେ ୨୦ରୁ ଉର୍ଦ୍ଧ୍ୱ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଥିବା ଜଣାପଡ଼ିଛି । ଏବେବି କିଛି ଶ୍ରମିକ ଖଣି ଭିତରେ ଫସି…
ବ୍ରିଟେନରେ ସ୍କୁଲ ପିଲା ବ୍ୟବହାର କରିବେନି ଫୋନ୍
ବ୍ରିଟେନରେ ସ୍କୁଲ ପିଲା ବ୍ୟବହାର କରିବେନି ଫୋନ୍ଛୋ । ବ୍ରିଟେନରେ ଅଭିଭାବକମାନେ ଅଭିଯୋଗ କରିବା ପରେ ପ୍ରଧାନମନ୍ତ୍ରୀ ସୁନକ ଏବେ କଡ଼ା ନିର୍ଦେଶ ଦେଇଛନ୍ତି । ଗତ କିଛି ବର୍ଷ ହେଲା ପିଲାମାନେ ପଢ଼ା ଉପରେ ଧ୍ୟାନ ଦେଇପାରୁନାହାଁନ୍ତି । ଏହି କାରଣରୁ ଏବେ ବ୍ରିଟେନ୍ ସରକାର ଏକ ବଡ଼ ନିଷ୍ପତି…
ପାକିସ୍ତାନକୁ ତାଲିବାନର ଧମକ
ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ଏବେ ଦ୍ବିପାକ୍ଷିକ ସଂପର୍କ ଅତି ତିକ୍ତ ହୋଇଉଠିଛି। ପାକିସ୍ତାନ ଆଫ୍ଗାନ ଶରଣାର୍ଥୀଙ୍କୁ ବଳପୂର୍ବକ ପ୍ରତ୍ୟର୍ପଣ କରିବା ଘଟଣାକୁ ନେଇ କ୍ଷୁବ୍ଧ ତାଲିବାନ ପାକିସ୍ତାନରେ ବଡ଼ ବିଭାଜନ ପାଇଁ ଚେତାବନୀ ଦେଇଛି। ପାକିସ୍ତାନ ୧୯୭୧ ଭଳି ବିଭାଜନର ସମ୍ମୁଖୀନ ହେବ…
ଆଫଗାନିସ୍ତାନରେ ହିମସ୍ଖଳନ
ଆଫଗାନିସ୍ତାନରେ ପ୍ରବଳ ତୁଷାରପାତ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବ ଆଫଗାନ ଅଧିନ ନୁରିସ୍ତାନରେ ହିମସ୍ଖଳନ ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ପାକିସ୍ତାନ ସୀମାବର୍ତ୍ତୀ ନୁରିସ୍ତାନର ଟାଟିନ୍ ଉପତ୍ୟକାର…
ଭାରତ ରୁଷୀୟ ତୈଳ ଖରିଦ କରିବା ସପକ୍ଷ
ପାଶ୍ଚାତ୍ୟ ଦେଶ ସବୁ କଟକଣା ଜାରି କରିବା ସତ୍ତ୍ବେ ଭାରତ ରୁଷୀୟ ତୈଳ ଖରିଦ କରିବା ସପକ୍ଷରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଦୃଢ଼ ଯୁକ୍ତି ଦର୍ଶାଇ ଯେଉଁ ଉତ୍ତର ଦେଲେ ତାହା ଶୁଣି ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ହସି ପକାଥିବା କଥା ‘ଇଣ୍ଡିଆ ଟୁଡେ’…
ପୁଟିନଙ୍କୁ ଦାୟୀ କଲେ ବାଇଡେନ୍!
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମାଲୋଚକ ଆଲେକ୍ସି ନାଭାଲନୀଙ୍କ ମୃତ୍ୟୁ ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ପ୍ରତିକ୍ରିୟା ପ୍ରକାଶ କରି ଏଥିପାଇଁ ପୁଟିନଙ୍କୁ ଦାୟୀ କରିଛନ୍ତି। ପୁଟିନ୍ଙ୍କ ସମାଲୋଚକ ତଥା ବିରୋଧୀ ଦଳ ନେତା ଆଲେକ୍ସି ନାଭାଲନୀଙ୍କ ବିୟୋଗ ତାଙ୍କୁ ଆଶ୍ଚର୍ଯ୍ୟ…
ଭାରତ-ବ୍ରିଟେନ୍ ବାଣିଜ୍ୟ ଆଲୋଚନା
ଭାରତ ଓ ବ୍ରିଟେନ୍ ବାଣିଜ୍ୟ କାରବାର ନେଇ ଯେଉଁ ଆଲୋଚନା କରୁଥିଲେ ସେଥିରେ ଅଗ୍ରଗତି ଦେଖିବାକୁ ମିଳିଛି। ଉଭୟ ପକ୍ଷ ପୁନର୍ବାର ବିଭିନ୍ନ ବିଷୟକୁ ନେଇ ମୁଲଚାଲ ଆରମ୍ଭ କରିଛନ୍ତି। ତେବେ ଭାରତ ନିଜ ସ୍ବାର୍ଥକୁ ସୁରକ୍ଷା ଦେବା ଉପରେ ସର୍ବାଧିକ ଗୁରୁତ୍ବ ଦେଉଛି ବୋଲି ବାଣିଜ୍ୟ ସଚିବ ସୁନିଲ…
ଦୁବାଇର ଶାସକ, ୟୁଏଇ ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁବାଇର ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ଶାସକ ଶେଖ୍ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୁମଙ୍କୁ ଭେଟିଥିଲେ । ଉଭୟ ନେତା ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରଯୁକ୍ତିବିଦ୍ୟା, ମହାକାଶ, ଶିକ୍ଷା ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ସମେତ…