Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
World
All world wide news update will uploaded
ଆଜି ବିଶ୍ବ ବାଇସାଇକେଲ୍ ଦିବସ
ବ୍ୟକ୍ତିଗତ ଯାତାୟାତ ପାଇଁ କାର୍ ଓ ବାଇକ୍ ରାସ୍ତାକୁ କବ୍ଜା କରି ନେଇଛନ୍ତି। ତାହାରି ଭିତରେ କିଛି ହାତଗଣତି ସାଇକେଲ ଗଡ଼ୁଛି ସତ, କିନ୍ତୁ ତାହା ଯାତାୟାତର ଜରୁରୀ ମାଧ୍ୟମ ହୋଇ ରହିନାହିଁ। ସ୍ବାସ୍ଥ୍ୟ ସଚେତନ ଲୋକେ ଫିଟ୍ନେସ୍ ଓ ପରିବେଶ ସୁରକ୍ଷାକୁ ନଜରରେ ରଖି ସାଇକେଲ ବ୍ୟବହାର…
ଥରିଲା ଜାପାନ
ଜାପାନର ଇଶିକାୱାରେ ସୋମବାର ସକାଳେ ୫.୯ ତୀବ୍ରତାଯୁକ୍ତ ଏକ ଭୂକମ୍ପ ଘଟିଛି। ଭୂକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ଜାପାନ ମେଟେରୋଲୋଜିକାଲ ଏଜେନ୍ସି ଅନୁଯାୟୀ ସୋମବାର ସକାଳ ୬ଟା ୩୧ ରେ ଏହି ଭୂକମ୍ପ ଘଟିଛି। ରିପୋର୍ଟ ହୋଇଛି ଯେ ଭୂକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ୧୦…
ଚାଇନା ନାଁରେ ଅଭିଯୋଗ ଆଣିଲେ ଜେଲେନସ୍କି
ସିଙ୍ଗାପୁରରେ ଏସିଆର ପ୍ରମୁଖ ସୁରକ୍ଷା ସମ୍ମିଳନୀ ଶାଙ୍ଗ୍ରି ଲା ଡାଏଲଗ ଅନୁଷ୍ଠିତ ହେଉଛି। ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର୍ ଜେଲେନସ୍କି ମଧ୍ୟ ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଛନ୍ତି, ରୁଷିଆକୁ ଚାଇନାର ସମର୍ଥନ ୟୁକ୍ରେନରେ ଯୁଦ୍ଧକୁ ବଢାଇପାରେ। ଶାନ୍ତି…
ଆଫଗାନିସ୍ତାନରେ ଡଙ୍ଗା ଓଲଟିବାରୁ ବଡ଼ ଦୁର୍ଘଟଣା
ଆଫଗାନିସ୍ତାନର ପୂର୍ବ ପ୍ରଦେଶର ନାଙ୍ଗରହାର ପ୍ରଦେଶରେ ଏକ ଡଙ୍ଗା ଓଲଟିବାରୁ ଶନିବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି । ଏଠାରେ ଏକ ଡଙ୍ଗା ନଦୀରେ ବୁଡ଼ିଗଲା ଯେଉଁଥିରେ ୨୦ ଜଣଙ୍କର ମୃତ୍ୟୁ ହୋଇଛି ।ଅଲଜଜିରା ରିପୋର୍ଟ ଅନୁସାରେ, ନାଙ୍ଗରହାର ପ୍ରଦେଶର ସୂଚନା ବିଭାଗର ମୁଖ୍ୟ କୁରୈଶି ଟ୍ୱିଟରରେ ଏକ…
ବିଶାଳ ଗୋଇନ୍ଦା ସୈନ୍ୟ ଗଠନ କରିଦେଲା ଚାଇନା
ବାଣିଜ୍ୟ କ୍ଷେତରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ ଚାଇନା ଆତ୍ମନିର୍ଭର ହେବା ସହିତ ଆମେରିକା ପରି ମହାଶକ୍ତିକୁ ଟକ୍କର ଦେଉଛି। ଏହାରି ମଧ୍ୟରେ ଚାଇନାର ବିଶାଳ ଗୁଇନ୍ଦା ଶକ୍ତି ଦେଖି ବ୍ରିଟେନ ଚିନ୍ତା ପ୍ରକାଶ କରିଛି।ତେବେ ଚାଇନାର ଗୁଇନ୍ଦାଗିରି କଥା କାହାକୁ ଅଛପା ନାହିଁ, ତେଣୁ ତଥ୍ୟ…
ଟ୍ରମ୍ପଙ୍କୁ ଶକ୍ତ ଧକ୍କା
ଆମେରିକାରେ ୨୦୨୪ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ (୭୭)ଙ୍କୁ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର (ମେ ୩୧, ୨୦୨୪), ସେ ହସ ମନି ଟ୍ରାଏଲ ସହ ଜଡିତ ସମସ୍ତ ୩୪ ଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଆମେରିକାର ନ୍ୟୁଜ ନେଟୱାର୍କ…
ଆଜି ବିଶ୍ବ ତମାଖୁମୁକ୍ତ ଦିବସ
ଆଜି ବିଶ୍ବ ତମାଖୁମୁକ୍ତ ଦିବସ । ତମାଖୁ ସେବନର କୁପ୍ରଭାବରେ ହୃଦ୍ରୋଗ, ଶ୍ୱାସଜନିତ ରୋଗ, ମଧୁମେହ, ମସ୍ତିଷ୍କାଘାତ ଭଳି ବିଭିନ୍ନ ରୋଗ ହୋଇଥାଏ । ଚଳିତ ବର୍ଷର ବିଷୟବସ୍ତୁ ହେଉଛି ‘ତମାଖୁମୁକ୍ତ ଶୈଶବ’। ଏହାର ଅର୍ଥ, ଶିଶୁଙ୍କୁ ତମାଖୁଠାରୁ ଦୂରେଇ ରଖିବା। ତମାଖୁ ସେବନ ତଥା ଏହାର…
ଥରିଲା ମ୍ୟାନ୍ମାର
ମ୍ୟାନ୍ମାରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୫.୬ ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ମ୍ୟାନ୍ମାରରେ ଏହି ଭୂକମ୍ପ ଘଟିଛି। ଏନେଇ କୌଣସି କ୍ଷୟକ୍ଷତିର…
ପାଲେଷ୍ଟାଇନ୍କୁ ରାଷ୍ଟ୍ର ମାନ୍ୟତା
ଇସ୍ରାଏଲ୍ର କଡ଼ା ପ୍ରତିକ୍ରିୟା ସତ୍ତ୍ୱେ ସ୍ପେନ୍, ନରଓ୍ବେ ଓ ଆୟର୍ଲାଣ୍ଡ ମଙ୍ଗଳବାର ଯୁଦ୍ଧ ପ୍ରଭାବିତ ପାଲେଷ୍ଟାଇନ୍କୁ ଆନୁଷ୍ଠାନିକ ଭାବେ ରାଷ୍ଟ୍ର ମାନ୍ୟତା ପ୍ରଦାନ କରିଛନ୍ତି। କେବଳ ଏତିକି ନୁହେଁ, ଗାଜାରେ ହମାସ୍ ସହ ଇସ୍ରାଏଲ୍ର ଯୁଦ୍ଧବିରତି ଉଦ୍ୟମକୁ ଆହୁରି ଜୋର୍ଦାର କରାଯିବ…
ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼
ଆମେରିକାରେ ଘାତକ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଝଡ଼ରେ ପିଲାମାନଙ୍କ ସମେତ ୧୮ଜଣଙ୍କ ଜୀବନ ଯାଇଛି। ସିଏନଏନ ଏହି ସୂଚନା ଦେଇଛି । ଲକ୍ଷ ଲକ୍ଷ ଲୋକ ଏହି ଝଡ଼ର ଶିକାର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଝଡ଼ ପୂର୍ବ ଦିଗକୁ ଗଲାବେଳେ କୁଆପଥର ମାଡ ହେବାର ସମ୍ଭାବନା ମଧ୍ୟ…