Browsing Category

World

All world wide news update will uploaded

ନିର୍ବାଚନ ପୂର୍ବରୁ ସୁନକଙ୍କୁ ଝଟ୍‌କା

ଜୁଲାଇ ୪ ତାରିଖରେ ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ତାରିଖ ଘୋଷଣା ପରେ ଶାସକ କଞ୍ଜରଭେଟିଭ୍ ପାର୍ଟିରେ ଏକ ପ୍ରକାର କମ୍ପନ ସୃଷ୍ଟି ହୋଇଛି। ଦଳର ମୁଖିଆ ତଥା ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟତମ ରାଜନୈତିକ ସହଯୋଗୀଙ୍କ ସହ ଏବେ ବିଭିନ୍ନ ଅଞ୍ଚଳ ଗସ୍ତରେ ଅଛନ୍ତି। ଏହି ସମୟରେ…

ରାଫା ଆକ୍ରମଣକୁ ତୀବ୍ର କଲା ଇସ୍ରାଏଲ

ରାଫା ଉପରେ ଆଜି ଆକ୍ରମଣ ଆହୁରି ପ୍ରଚଣ୍ଡ ହୋଇଥିବା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ ନ୍ୟାୟ ଅଦାଲତ (ଆଇସିଜେ) ରାୟ ଦେବାର ଗୋଟିଏ ଦିନ ପରେ ଇସ୍ରାଏଲ ଆଜି ରାଫା ସମେତ ଗାଜା ଷ୍ଟ୍ରିପ୍ ଉପରେ ତୁହାକୁ ତୁହା ବୋମା ମାଡ଼ କରିଛି। ଇସ୍ରାଏଲ ସେନା ଉତ୍ତର ଗାଜାରୁ ଆଉ ୩ ଜଣ ବନ୍ଦୀଙ୍କ ମୃତଦେହ…

ରାଫାହ ବର୍ବରରାଫାହ ବର୍ବରତା ବନ୍ଦ କର

ଗାଜା ସିଟିର ରାଫାହରେ ବୋମା ବର୍ଷଣ ଓ ରକେଟ ମାଡ଼ ତୁରନ୍ତ ବନ୍ଦ କରିବା ପାଇଁ ନେଦରଲାଣ୍ଡ୍ସର ହେଗ୍‌ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ ଶୁକ୍ରବାର ଇସ୍ରାଏଲ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଦକ୍ଷିଣାଞ୍ଚଳ ବସତିରେ ଅସ୍ତ୍ରବିରତି ରୋକିବା ଉପରେ କିଛି କହି ନାହାନ୍ତି।…

ତାଇଓ୍ବାନକୁ ସମର୍ଥନ କଲେ ମୁଣ୍ଡ କାଟି ଦିଆଯିବ

ତାଇୱାନର ସ୍ବତନ୍ତ୍ରତାକୁ ସମର୍ଥନ କରୁଥିବା ବ୍ୟକ୍ତିଙ୍କ ମୁଣ୍ଡ କାଟି ଦିଆଯିବ। ଚାଇନା କହିଛି ତାଇୱାନର ସ୍ବ-ଶାସିତ ଦ୍ୱୀପ ଚାରିପାଖରେ ଏହାର ସାମରିକ ଅଭ୍ୟାସ ଏକ ‘ଗଭୀର ଚେତାବନୀ’ ପଠାଇବା ପାଇଁ ଉଦ୍ଦିଷ୍ଟ। ତାଇୱାନର ନୈସେନା ଚାଇନାର ଯୁଦ୍ଧାଗ୍ୟାସର ଏକ ଚିତ୍ର ଶେୟାର କରିଛି।ନିକଟରେ…

ଆମେରିକା ରାଜନୀତି

୨୦୨୪ ଲୋକସଭା ନିର୍ବାଚନରେ ବିଜେପି ୩୦୫ ଆ‌ସନରେ ଜିତିବ। ଆମେରିକୀୟ ରାଜନୀତି ବିଜ୍ଞାନୀ ଆୟନ ବ୍ରେମ୍ମର ଏନ୍‌ଡିଟିଭିକୁ ଏକ ସାକ୍ଷାତକାର ଦେବା ଅବସରରେ ଏହା କହିଛନ୍ତି। ୟୁରେସିଆ ଗ୍ରୁପ୍‌ ପ୍ରତିଷ୍ଠାତା ବ୍ରେମ୍ମର କହିଛନ୍ତି, ବୈଶ୍ବିକ ରାଜନୈତିକ ପରିପ୍ରେକ୍ଷୀରେ ଦେଖିଲେ ଭାରତରେ…

ନୂତନ ଭାରତ ବିପଦପୂର୍ଣ୍ଣ

ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି। ନିକଟରେ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପାକିସ୍ତାନର ସ୍ଥାୟୀ ରାଷ୍ଟ୍ରଦୂତ ମୁନିର ଆକ୍ରମ କହିଛନ୍ତି, ନୂତନ ଭାରତ ବିପଦପୂର୍ଣ୍ଣ। ଭାରତର ଏହି ଅଭିଯାନ କେବଳ ପାକିସ୍ତାନରେ ସୀମିତ…

ଆଖିବୁଜା ଗୁଳିମାଡ଼

ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗାଁ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତମାନେ ଗାଁରେ ଆଖିବୁଜା ଭାବେ ଗୁଳି ଚଳାଇଥିଲେ। କେବଳ ଏତିକି ନୁହେଁ, ଅନେକ ଘରେ ନିଆଁ ଲଗାଇ ଦେଇଥିଲେ। ଅନେକ ଲୋକଙ୍କୁ ମଧ୍ୟ ଅପହରଣ କରାଯାଇଥିଲା। ଏଠାରେ…

ଉପରାଷ୍ଟ୍ରପତି ‌ମୋଖବେର ହେଲେ ଇରାନର କାମଚଳା ରାଷ୍ଟ୍ରପତି

ଉପରାଷ୍ଟ୍ରପତି ‌ମୋଖବେର ଇରାନର କାମଚଳା ରାଷ୍ଟ୍ରପତି ଦାୟିତ୍ୱ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରବିବାର ହେଲିକପ୍ଟର ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟ ଦୁର୍ଘଟଣାରେ ହୋଇଥିଲା । ଦୁର୍ଘଟଣାର କାରଣ ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଇରାନରେ ୫ ଦିନିଆ ଶୋକ…

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ଜାରି କରିବ ଆଇସିସି

ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି)…

ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟ

ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି କରିଛି।ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା…