Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Browsing Category
World
All world wide news update will uploaded
ପରମାଣୁ ଧମକ ଦେଲେ ପୁଟିନ
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ପାଶ୍ଚାତ୍ୟ ଦେଶକୁ ଚେତାବନୀ ଦେଇ କହିଛନ୍ତି ଯେ ଯଦି ଆମେରିକା ତା’ର ରେଡ୍ ଲାଇନ୍ ଅତିକ୍ରମ କରି ୟୁକ୍ରେନକୁ ସୈନ୍ୟ ପଠାଇବ ତେବେ ରୁଷ୍ ପରମାଣୁ ଯୁଦ୍ଧ ପାଇଁ ପ୍ରସ୍ତୁତ ଅଛି। ଚଳିତ ସପ୍ତାହରେ ନିର୍ବାଚନର କିଛି ଦିନ ପୂର୍ବରୁ ସରକାରୀ ଗଣମାଧ୍ୟମକୁ…
ଥରିଲା ଆଫଗାନିସ୍ତାନ
ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୩ରେ ମାପ କରାଯାଇଛି। ଏହାର କେନ୍ଦ୍ର ଭୂମିଠାରୁ ୧୪୬ କିଲୋମିଟର ଗଭୀର ଥିଲା। ପାକିସ୍ତାନର କିଛି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର ନାହିଁ, କିନ୍ତୁ ଭୂକମ୍ପର…
ଟ୍ରମ୍ଫଙ୍କ ପାଇଁ ଚିନ୍ତାରେ ଜେଲନସ୍କି
ଚଳିତ ବର୍ଷ ନଭେମ୍ବର ୫ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ହେବାକୁ ଯାଉଛି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଖୋଲାଖୋଲି ଭାବେ ୟୁକ୍ରେନ ପକ୍ଷ ରଖିଛି। ସମର୍ଥନ କରିଛନ୍ତ। ଆମେରିକା…
ଆମେରିକା ଚାହୁଁଛି ଯୁଦ୍ଧ ବିରତି
ଗାଜା ଉପରେ ଇସ୍ରାଏଲ ଆକ୍ରମଣ ବନ୍ଦ କରିବାକୁ ଚାହୁଁଛି ଆମେରିକା । ଏଥିପାଇଁ ଗାଜାରେ ୬ ସପ୍ତାହ ଲାଗି ଯୁଦ୍ଧ ବିରତି ପ୍ରସ୍ତାବ ଉପରେ ଗୁରୁତ୍ବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ।ମୁସଲିମ ସମ୍ପ୍ରଦାୟକୁ ରମଜାନ ଅଭିନନ୍ଦନ ଜଣାଇବା ସହ ଗାଜାରେ ଅସ୍ତ୍ରବିରତି ଲାଗି ଉଦ୍ଯମ କରିବେ…
ଇଣ୍ଡୋନେସିଆରେ ପ୍ରଳୟଙ୍କରୀ ବନ୍ୟା
ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶର ପେସିସିର ସେଲାତନ୍ ରେଜେନ୍ସିଠାରେ ଗତ କିଛି ଦିନ ଧରି ଲଗାତର ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟ ଘଟି ରବିବାର ସୁଦ୍ଧା ୧୯ ଜଣବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏବେ ମଧ୍ୟ ୭ ଜଣ ବ୍ୟକ୍ତି ନିଖୋଜ ଥିବା ସ୍ଥାନୀୟ…
ପାକିସ୍ତାନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇ ଚାଇନା କହିଲା ଆମର ବନ୍ଧୁତ୍ୱ ବିଶ୍ୱକୁ ପସନ୍ଦ
ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ପାକିସ୍ତାନର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ଆସିଫ ଅଲି ଜରଦାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଇସ୍ପାତ ପରି ବନ୍ଧୁତା ଇତିହାସର ପସନ୍ଦ ଏବଂ ଦୁନିଆର ସାମ୍ପ୍ରତିକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଏହି ସମ୍ପର୍କଗୁଡିକର ରଣନୈତିକ…
ଟେକଅପ ସମୟରେ ଖସିଗଲା ବିମାନର ଚକ
ବିମାନର ଚକ ମଝି ଆକସରେ ଖ୍ସୀ ଯାଉଥିବାର ଏକ ଚକିତ ଭିଡିଓ ସାମ୍ନାକୁ ଆସିଛି। ବାସ୍ତବରେ ୟୁନାଇଟେଡ ଏୟାରଲାଇନ୍ସର ବିମାନ ଜାପାନ ଯାଉଥିଲା। ବିମାନଟି ଉଡ଼ି ଆକାଶରେ ପହଞ୍ଚିବା ମାତ୍ରେ ଏହାର ଚକ ବାହାରିଗଲା । ବିମାନର ବାମ ପାର୍ଶ୍ୱର ମୁଖ୍ୟ ଅବତରଣ ଗିଅର ମଧ୍ୟରୁ ୬ଟି ଟାୟାର ମଧ୍ୟରୁ ଗୋଟିଏ…
ନାଟୋରେ ଏଣ୍ଟ୍ରି କଲା ସ୍ବିଡେନ
ସ୍ବିଡେନ ନାଟୋର ୩୨ତମ ସଦସ୍ୟ ଦେଶ ହୋଇଛି। ଏହା ସହିତ ପ୍ରାୟ ଦୁଇ ଦଶନ୍ଧି ଧରି ସ୍ବିଡେନ, ନାଟୋ ଗ୍ରୁପରେ ଯୋଗ ଦେଇଛି। ସ୍ବିଡେନର ପ୍ରଧାନମନ୍ତ୍ରୀ ଉଲଫ କ୍ରିଷ୍ଟରସନ ଦେଶର ନାଟୋରେ ଯୋଗଦେବାକୁ ସ୍ବାଧୀନତାର ବିଜୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ସ୍ବିଡେନ ଗଣତାନ୍ତ୍ରିକ,…
ଥରିଲା ଚାଇନା
ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜି(ଏନସିଏସ) ରିପୋର୍ଟ କରିଛି ଯେ ଚାଇନାର କ୍ୱିଂଘାଇ ଅଞ୍ଚଳରେ ୫ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି।ଏ ନେଇ ଏନସିଏସ ପକ୍ଷରୁ ଏକ ଅଫିସିୟାଲ ଟୁଇଟ କରି ସତର୍କ ସୂଚନା ଜାରି କରାଯାଇଛି। ଏହାସହ ସମସ୍ତେ ଏହି ଭୂକମ୍ପକୁ ନେଇ ସତର୍କ ରହିବାକୁ…
ଦୌଡ଼ରୁ ଓହରିଯାଇଛନ୍ତି ନିକ୍କି ହାଲି
ଆମେରିକା ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ରିପବ୍ଲିକାନ୍ ପାର୍ଟିରୁ ହେବା ଦୌଡ଼ରୁ ବୁଧବାର ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ଓହରିଯାଇଛନ୍ତି। ଫଳରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ରିପବ୍ଲିକାନ୍ ପାର୍ଟିରୁ ପୁନର୍ବାର ପ୍ରାର୍ଥୀ ହେବା ନିଶ୍ଚିତ ହୋଇଛି। ଆସନ୍ତା ନଭେମ୍ବରରେ…