Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
World
All world wide news update will uploaded
ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟ ଯୁଦ୍ଧ
ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ‘ଲଢ଼େଇ’ ଉଭୟ ଦେଶ ଉପରେ ଅଧିକ ପ୍ରଭାବ ପକାଉଛି । ଏହି କାରଣରୁ, ଗତ କିଛି ବର୍ଷ ମଧ୍ୟରେ ୧ ଲକ୍ଷ ଚାକିରି ଚାଲିଯିବା ସହ କୋଟି କୋଟି ଟଙ୍କା କ୍ଷତି ମଧ୍ୟ ହୋଇଛି ।ଏହା ଏକ ସୀମା ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ । ତଥାପି ଏହାର ତାର…
ପାରା ଏବଂ ଗୁଣ୍ଡୁଚିମୂଷାଙ୍କ ସଂଖ୍ୟା ହ୍ରାସ ଉପରେ ଗୁରୁତ୍ୱ – ଗର୍ଭନିରୋଧକ ବଟିକା ଦେବାକୁ ଯୋଜନା
ଅତୀତରେ ରାଜା ଏବଂ ସମ୍ରାଟମାନଙ୍କ ପାଇଁ ପରାରା ଏକ ଦୂତର କାର୍ଯ୍ୟ ତୁଲାଉଥିଲା। ମାତ୍ର ଏବେ ପାରା ମଣିଷ ଏବଂ ପ୍ରକୃତି ପାଇଁ ବିପଦ ପାଲଟିଛି। ଆମେରିକୀୟ ଏବଂ ୟୁରୋପୀୟ ବୈଜ୍ଞାନିକମାନେ ଏହା କହିଛନ୍ତି। ଏହି କାରଣରୁ ବର୍ତ୍ତମାନ ଏହି ପାରା ଏବଂ ଗୁଣ୍ଡୁଚିମୂଷାଙ୍କ ସଂଖ୍ୟା ହ୍ରାସ ଉପରେ…
ଯୁଦ୍ଧ ବନ୍ଦ ଲାଗି ପୁଟିନଙ୍କ ସର୍ତ୍ତ
ଯୁଦ୍ଧ ବନ୍ଦ ଲାଗି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରଖିଲେ ସର୍ତ୍ତ। ଯଦି ନାଟୋରେ ଯୋଗଦେବା ଲାଗି କରିଥିବା ଯୋଜନାକୁ ୟୁକ୍ରେନ ରଦ୍ଦ କରେ ତେବେ ରୁଷିଆ ତୁରନ୍ତ ଅସ୍ତ୍ରବିରତି ଘୋଷଣା କରିବ। ଏହାସହ ୟୁକ୍ରେନର ଚାରିଟି ଅଧିକୃତ ଅଞ୍ଚଳରୁ ରୁଷିଆ ନିଜର ସୈନ୍ଯ ପ୍ରତ୍ଯାହାର କରିବ ବୋଲି…
ରାମଫୋସା ପୁଣି ହେଲେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି
ସିରିଲ ରାମାଫୋସା ପୁଣିଥରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ସଂସଦ ଶୁକ୍ରବାର ସିରିଲ ରାମାଫୋସାଙ୍କୁ ସପ୍ତମ ସଂସଦର ଜାତୀୟ ସଭାର ପ୍ରଥମ ବୈଠକରେ ରାଷ୍ଟ୍ରପତି ଭାବରେ ମନୋନୀତ କରିଛି। ରାମାଫୋସା ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଅଟନ୍ତି।
୯ ଘଣ୍ଟା ଉଡ଼ାଣ ପରେ ଫେରିଲା ଲଣ୍ଡନ ବିମାନ
ବିମାନଯାତ୍ରୀଙ୍କ ପାଇଁ ଆଉ ଏକ ଭୟଙ୍କର ଅଭିଜ୍ଞତା ମିଳିଛି। ବ୍ରିଟିଶ ଏୟାରୱେଜ୍ର ଏକ ବିମାନ ଲଣ୍ଡନରୁ ପାଖାପାଖି ୩୦୦ ଯାତ୍ରୀଙ୍କୁ ନେଇ ଯୁକ୍ତରାଷ୍ଟ୍ର ଆମେରିକାକୁ ୯ ଘଣ୍ଟାରୁ ଅଧିକ ସମୟ ଉଡ଼ାଣ ଭରିବା ପରେ ପୁଣି ସେହି ମୂଳ ବିମାନବନ୍ଦରରେ ଅବତରଣ କରିଛି। ବିମାନଟି ଆଟଲାଣ୍ଟିକ୍ ମହାସାଗର…
ଇଟାଲୀରେ ପହଞ୍ଚିଲେ ମୋଦି
୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ ସେ କାନାଡା, ଫ୍ରାନ୍ସ, ଜର୍ମାନୀ…
ଇଟାଲୀ ଗସ୍ତରେ ମୋଦୀ
୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ…
୫୦ ତମ ଜି୭ ସମ୍ମିଳନୀ ,ଆଜିଠାରୁ ମୋଦୀଙ୍କ ଇଟାଲି ଗସ୍ତ ଆରମ୍ଭ
୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି।ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ…
କୁଏତରେ ଭୟାବହ ଅଗ୍ନିକାଣ୍ଡ
କୁଏତର ଦକ୍ଷିଣ ମଙ୍ଗାଫ ଜିଲାରେ ଥିବା ଏକ ଅଟ୍ଟାଳିକା(ଲେବର କ୍ୟାମ୍ପ)ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଏଯାବତ ଏଥିରେ ୪୦ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେହିଭଳି ୩୦ ଭାରତୀୟ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୯୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ଘଟଣା…
ଅଗ୍ନିକାଣ୍ଡ ରେ ୪୧ ଲୋକଙ୍କ ମୃତ୍ୟୁ
କୁଏତରେ ଭୟାନକ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ରେ ୪୧ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଥିତି ଗମ୍ଭୀର ରହିଛି । କୁଏତ କୋଠାରେ ଭାରତୀୟ କର୍ମଚାରୀ ମଧ୍ୟ କାମ କରିବା ସହ ବିଭିନ୍ନ କର୍ମଚାରୀ କାମ କରୁଥିଲେ । କୁଏତରେ ଶ୍ରମିକ ଆବାସରେ ରହିଥିବା ଏହି କର୍ମଚାରୀ ମାନଙ୍କ ମଧ୍ୟରୁ ୪୧…