Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
World
All world wide news update will uploaded
ପାକିସ୍ତାନ ସେନା ବେସ୍ କ୍ୟାମ୍ପରେ ବଡ଼ଧରଣର ବିସ୍ଫୋରଣ, ୨୪ ଜଣ ପାକିସ୍ତାନୀ ସୈନିକ ମୃତ
ପାକିସ୍ତାନ ସେନା ବେସ୍ କ୍ୟାମ୍ପରେ ବଡ଼ଧରଣର ବିସ୍ଫୋରଣ ହୋଇଛି । ୨୪ ଜଣ ପାକିସ୍ତାନୀ ସୈନିକଙ୍କ ଏଥିରେ ମୃତ୍ୟୁ ଘଟିଛି । ପାକିସ୍ତାନର ସୁରକ୍ଷା ବାହିନୀ ଉପରେ ପୁଣି ଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଖାଇବର ପଖ୍ତୁନଖୱାର ଡେରା ଇସ୍ମାଇଲ ଖାଁ ଅଞ୍ଚଳରେ ଥିବା ସୁରକ୍ଷା ବାହିନୀର…
ଆଫଗାନିସ୍ତାନ ଭୂକମ୍ପ
ଆଫଗାନିସ୍ତାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେ ମାପ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଏହି ଭୂକମ୍ପ ବିଷୟରେ ସୂଚନା ଦେଇଛି । ଆଜି ସକାଳ ୭.୩୫ ରେ ଏହି ଭୂକମ୍ପ ଘଟିଛି । ବର୍ତ୍ତମାନ ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି…
ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା
ହମାସ ପରେ ଏବେ ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା । ଇସ୍ରାଏଲ ପଡୋଶୀ ଲେବାନନରେ ସକ୍ରିୟ ଆତଙ୍କୀ ସଂଗଠନ ହିଜବୁଲ୍ଲାର ଏକାଧିକ ଶିବିର ଉପରେ ଆକ୍ରମଣ କରିଛି ଇସ୍ରାଏଲ। ହମାସ ଆତଙ୍କୀ ଇସ୍ରାଏଲ ସେନା ଉପରେ ରକେଟ୍ ହମଲା କରିବା ପରେ ଇସ୍ରାଏଲ ପାଲଟା ହମଲା କରିଛି । ହିଜବୁଲ୍ଲା ଆତଙ୍କୀ ହମଲାରେ…
ନୌସୈନିକଙ୍କୁ ଭେଟିଲେ ଭାରତୀୟ ରାଷ୍ଟ୍ରଦୂତ
କତାରରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଭାରତର ୮ ଜଣ ପୂର୍ବତନ ନୌସୈନିକଙ୍କୁ ଭେଟିଛନ୍ତି ଭାରତୀୟ ରାଷ୍ଟ୍ରଦୂତ। ଏହି ମାମଲାରେ ବୈଦେଶିକ ମନ୍ତ୍ରଣାଳୟ ଗୁରୁବାର କହିଛି ଯେ ଭାରତ ସରକାର ସମଗ୍ର ଘଟଣା ଉପରେ ନଜର ରଖିଛନ୍ତି। ସେଠାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସମସ୍ତ ୮ ଜଣଙ୍କୁ ଭେଟିଛନ୍ତି।…
କିମ ଜୋଙ୍ଗଙ୍କ ଆଖିରେ ଲୁହ ?
ଉତ୍ତର କୋରିଆର ଶାସକ କିମ ଜୋଙ୍ଗ ଉନ ଉତ୍ତର କୋରିଆର ମହିଳାମାନଙ୍କୁ ଯଥାସମ୍ଭବ ସନ୍ତାନ ପ୍ରାପ୍ତ କରିବାକୁ ନିବେଦନ କରିଛନ୍ତି। ଯେତେବେଳେ ସେ ଏ ବିଷୟରେ ଆବେଦନ କରୁଥିଲେ, ତାଙ୍କ ଆଖିରୁ ଲୁହ ଦେଖିବାକୁ ମିଳିଥିଲା | କିମ ଜୋଙ୍ଗଙ୍କ ଆଖିରେ ଲୁହ ଆସିଥିଲା ଏବଂ ସେଠାରେ ଉପସ୍ଥିତ ଥିବା ସମସ୍ତ…
ବ୍ରିଟେନରେ ପ୍ରବାସୀ ଶ୍ରମିକଙ୍କ ପାଇଁ ଭିସା ନିୟମ
ବ୍ରିଟେନ ସରକାର ଦେଶରେ ପ୍ରବାସୀଙ୍କ ସଂଖ୍ୟା ହ୍ରାସ କରିବା ପାଇଁ ଏକ ଦୃଢ଼ ପଦକ୍ଷେପ ନେଇଥିବା ସୋମବାର ଘୋଷଣା କରିଛନ୍ତି। ଏଥିରେ ବିଦେଶୀ ଶ୍ରମିକମାନଙ୍କ ପାଇଁ ଦକ୍ଷତା ଭିତ୍ତିକ ଭିସା ପାଇବା ପାଇଁ ଅଦିକ ବେତନ ସୀମା ଧାର୍ଯ୍ୟ କରିବା ଉପରେ ରୋକ ଲଗାଯାଇଛି । ଏହା ସହିତ ପରିବାର ସଦସ୍ୟଙ୍କୁ…
ପାକିସ୍ତାନରେ ଯାତ୍ରୀବାହୀ ବସ୍ ଉପରେ ଆତଙ୍କୀ ଆକ୍ରମଣ, ୮ ମୃତ
ପାକିସ୍ତାନର ଗିଲଗିତ ବାଲିସ୍ତାନ ନିକଟରେ ଏକ ଯାତ୍ରୀବାହୀ ବସ୍ ଉପରେ ଆକ୍ରମଣ ହୋଇଥିଲା । ବସ୍ ଉପରେ ଆକ୍ରମଣ ଫଳରେ ୮ ଜଣ ଲୋକ ମରିଥିବା ବେଳେ ୨୬ ଜଣ ଆହତ ହୋଇଛନ୍ତି । ପୋଲିସ କହିଛି କି, ଅଜ୍ଞାତ ବନ୍ଧୁକଧାରୀ ବସ୍ ଉପରେ ଗୁଳି ଚଳାଇଥିଲେ । ବସ୍ ଉପରେ ଆତଙ୍କୀ ଆକ୍ରମଣ ଫଳରେ ୮ ଜଣଙ୍କର…
କତର୍ ଗସ୍ତରେ ଜର୍ମାନ୍ ରାଷ୍ଟ୍ରପତି
କତର୍ ଗସ୍ତରେ ଯାଇଥିବା ଜର୍ମାନ୍ ରାଷ୍ଟ୍ରପତି ଫ୍ରାଙ୍କ୍-ୱାଲ୍ଟର୍ ଷ୍ଟାଇନ୍ମାୟର୍ ଦୋହାରେ ଅବତରଣ କରିଥିବା ବିମାନର ଦ୍ବାରରେ ପ୍ରାୟ ୩୦ ମିନିଟ୍ ହାତଜାକି ଠିଆ ହୋଇଥିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଛି।ବିମାନ ବନ୍ଦରରେ କତର୍ସ୍ଥିତ ଜର୍ମାନିର ରାଷ୍ଟ୍ରଦୂତ ଓ…