Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
World
All world wide news update will uploaded
ଜାପାନରେ ଅବତରଣ କରିବା ସମୟରେ ବିମାନରେ ନିଆଁ
ଟୋକିଓ: ଜାପାନରେ ଅବତରଣ କରିବା ସମୟରେ ଏକ ବିମାନରେ ନିଆଁ ଲାଗିଯାଇଛି। ଟୋକିଓ ବିମାନବନ୍ଦରରେ ଏହି ଘଟଣା ଘଟିଛି । ଅବତରଣ କରିବା ପରେ ବିମାନଟି ଅନ୍ୟ ବିମାନ ସହିତ ଧକ୍କା ହେବାରୁ ଏହି ଅଗ୍ନିକାଣ୍ଡ ଘଟିଥିବାର ସନ୍ଦେହ କରାଯାଉଛି। ଏଥିରେ ଅନ୍ୟ ବିମାନର କ୍ରୁ ସଦସ୍ୟଙ୍କର ମୃତ୍ୟୁ ଘଟିଛି ।…
ଜାପାନରେ ଭୂକମ୍ପ
ଜାପାନରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁ ସଂଖ୍ୟା ବଢ଼ି ଏବେ ସୁଦ୍ଧା ୩୦ରେ ପହଞ୍ଚିଲାଣି। ଆହୁରି ୧୫୫ ଜଣ ସେଠାରେ ଫସି ରହିଛନ୍ତି ବୋଲି ଅନୁମାନ କରାଯାଉଛି।୨୦୨୪ର ପ୍ରଥମ ଦିନରେ ଘଟିଥିବା ଏହି ବଡ଼ ଭୂକମ୍ପରେ ବଞ୍ଚିଥିବା…
ଗୁପ୍ତଚର ଉପଗ୍ରହ ଲଞ୍ଚ୍ କରିବ ଉତ୍ତର କୋରିଆ
ଉତ୍ତର କୋରିଆ ନିଜର ସେନାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ନୂଆ ବର୍ଷ 2024 ରେ ଆଉ ତିନୋଟି ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ଘୋଷଣା କରିଛି । ଗତ ମାସରେ ଉତ୍ତର କୋରିଆ ମହାକାଶକୁ ଏକ ଗୁପ୍ତଚର ଉପଗ୍ରହ ପଠାଇଥିଲା। ପରେ ସେ ଦାବି କରିଥିଲେ ଯେ ଉପଗ୍ରହଟି ଆମେରିକା ଏବଂ ଦକ୍ଷିଣ କୋରିଆ…
ଇସ୍ରାଏଲ ଆକ୍ରମଣରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୫ ଜଣ ପାଲେଷ୍ଟାଇନଙ୍କ ମୃତ୍ୟୁ
ନୂଆ ବର୍ଷ ପାଳନ ପୂର୍ବରୁ ଭୟଙ୍କର ଆକ୍ରମଣ କରୁଛି ଇସ୍ରାଏଲ । ଗାଜା ଯୁଦ୍ଧରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୫ ଜଣ ପାଲେଷ୍ଟାଇନ ବାସିନ୍ଦାଙ୍କ ମୃତ୍ୟୁ ଘଟିଛି ।ଅକ୍ଟୋବର ୭ ପରେ ଇସ୍ରାଏଲ ଗାଜାରେ କରିଥିବା ଆକ୍ରମଣ ପରଠାରୁ ଏପର୍ଯ୍ୟନ୍ତ ୨୧ ହଜାର ୬୭୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ ହଜାର ଲୋକ…
ନୂଆବର୍ଷ ପୂର୍ବରୁ ୟୁକ୍ରେନ୍ ଉପରେ ଆକ୍ରମଣ
ୟୁକ୍ରେନ୍ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛି ରୁଷ୍। କିଭ୍, ଲଭିବ୍, ଓଡେଶା, ନିପ୍ରୋ, ଖାରଖିଭ୍, ଜାପୋରିଝିଆ ସମେତ ବିଭିନ୍ନ ସହରରେ ଗତକାଲିଠାରୁ ଆରମ୍ଭ ହୋଇଥିବା ଏହି ଭୟାନକ ଆକ୍ରମଣ ଜାରି ରହିଛି। ଆଜି ସକାଳ ସୁଦ୍ଧା ରୁଷ୍ ୧୨୨ଟି କ୍ଷେପଣାସ୍ତ୍ର ମାଡ଼ କରିଥିବା ବେଳେ ୩୬ଟି ଡ୍ରୋନ୍…
ଟ୍ରମ୍ପଙ୍କ ପ୍ରାର୍ଥିତ୍ବ ଉପରେ ରୋକ୍
ପୁଣି ଅଡୁଆରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ । ଟ୍ରମ୍ପଙ୍କ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥିତ୍ବ ଉପରେ ରୋକ୍ ଲଗାଇଛି ଆମେରିକାର ମାଇନେ ସିନେଟ । ଜାନୁଆରୀ ୨୦୨୧ କ୍ୟାପିଟଲ ହିଂସା ମାମଲାରେ ଗତ ୨୦ ତାରିଖରେ ତାଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଥିଲେ…
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରୁଷ୍ ଆସିବାକୁ ନିମନ୍ତ୍ରଣ କଲେ ଭ୍ଲାଦିମିର୍ ପୁଟିନ୍
ଆସନ୍ତା ବର୍ଷ ବାର୍ଷିକ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ ପରସ୍ପରକୁ ଭେଟିବେ । ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପୁଟିନ୍ କହିଛନ୍ତି, ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମର୍ଯ୍ୟାଦା ବିଷୟରେ ଜାଣୁ । ମୁଁ ତାଙ୍କ…
ଆସାମରେ ଭୂକମ୍ପ ଝଟକା
ସକାଳୁ ଆସାମର ତେଜପୁର ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ରିପୋର୍ଟ ଅନୁଯାୟୀ ସକାଳ ୫ଟା ୫୩ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୩.୪ ରେକର୍ଡ଼ କରାଯାଇଥିବା ବେଳେ ଭୂପୃଷ୍ଠରୁ ଗଭୀରତା ୨୦ କିମି ରହିଥିବା…
ନାଇଜେରିଆରେ ହିଂସାକାଣ୍ଡ
ନାଇଜେରିଆରୁ ଆସିଛି ଏକ ବଡ଼ ଖବର । ଏକ ଭୟଙ୍କର ହିଂସାକାଣ୍ଡ ଘଟି ଶତାଧିକ ଲୋକଙ୍କର ମୃତ୍ୟୁ ଘଟିଛି । ମଧ୍ୟ ନାଇଜେରିଆରେ ଘଟିଥିବା ଏହି ଘଟଣା ପଛର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନଥିବା ବେଳେ କିଛି ଲୋକ ଅସ୍ତ୍ରଶସ୍ତ୍ର ସହିତ ଆକ୍ରମଣ କରିଥିବା କୁହାଯାଉଛି । ୨୪ ଓ ୨୫ ତାରିଖ…
ଗାଜା ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲୀୟ ବିମାନ ଆକ୍ରମଣ
କେନ୍ଦ୍ରୀୟ ଗାଜାସ୍ଥିତ ଏକ ଶରଣାର୍ଥୀ ଶିବିର ଉପରେ ଗୋଟାଏ ଇସ୍ରାଏଲୀୟ ଲଢୁଆ ବିମାନ ଆକ୍ରମଣ କରିବାରୁ ଅନ୍ୟୂନ ୭୦ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା କଥା ରବିବାର ଦିନ ହମାସ୍ ନିୟନ୍ତ୍ରଣାଧୀନ ଗାଜାର ସ୍ବାସ୍ଥ୍ୟମନ୍ତ୍ରାଳୟ କହିଛି।ବିମାନ ଆକ୍ରମଣରେ ଅଲ୍-ମଗାଜୀ ଶିବିରରେ ଥିବା ଘର ସବୁ…