Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
World
All world wide news update will uploaded
ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ
ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ ଭାଗିଦାରୀକୁ ଗଭୀର କରିବା ଉପରେ ମିଳିତ ବିବୃତ୍ତି ଜାରି କରିଛନ୍ତି। ଯାହାଦ୍ୱାରା ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ଆଗକ ବଢ଼ିପାରିବ।ଦୁଇ…
ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ
ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର କହିଛନ୍ତି, ତାଙ୍କ ସରକାର ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ। ଚାଇନା ଗସ୍ତ ପୂର୍ବରୁ ଏକ ସାକ୍ଷାତକାରରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। ଏକ ସାକ୍ଷାତକାରରେ ପୁଟିନ କହିଛନ୍ତି, ଯେପର୍ଯ୍ୟନ୍ତ ଅନ୍ୟ ଦେଶ ଏହାର ସ୍ବାର୍ଥକୁ ଧ୍ୟାନରେ…
ଚାଇନାକୁ ବଡ଼ ଝଟ୍କା
ଚାଇନାର ଉତ୍ପାଦ ଉପରେ ଆମେରିକା ଭାରି ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏଥିରେ ଇଲେକ୍ଟ୍ରିକ ଯାନ, ବ୍ୟାଟେରୀ, ଷ୍ଟିଲ, ସୌର ସେଲ୍ ଏବଂ ଆଲୁମିନିୟମ ସାମିଲ ଅଛି। ବୈଦ୍ୟୁତିକ ଯାନ ଉପରେ ୧୦୦ ପ୍ରତିଶତ, ସେମିକଣ୍ଡକ୍ଟର ଉପରେ ୫୦ପ୍ରତିଶତ ଏବଂ ବୈଦ୍ୟୁତିକ ଯାନ ବ୍ୟାଟେରୀ ଉପରେ ୨୫…
ରୁଷିଆ ଆକ୍ରମଣ ମଧ୍ୟରେ ଅନୁରୋଧ କଲେ ଜେଲନସ୍କି
ଆଜି ମୁଖ୍ୟ ପ୍ରସଙ୍ଗ ହେଉଛି ରୁଷିଆର କାର୍ଯ୍ୟକଳାପ ଉପରେ ଆମର ପ୍ରତିକ୍ରିୟା। ଦିନସାରା ମୁଖ୍ୟ କମାଣ୍ଡର, ଗୁପ୍ତଚର ବିଭାଗ ଏବଂ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ରିପୋର୍ଟ ଆସିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଖାର୍କିଭ ଅଞ୍ଚଳକୁ ବିଶେଷ ଧ୍ୟାନ ଦିଆଯାଉଛି, ଯେଉଁଠାରେ ରୁଷିଆ ଏହାର ପାଦ ବିସ୍ତାର…
ଭୂକମ୍ପରେ ଥରିଲା ମେକ୍ସିକୋ
ମେକ୍ସିକୋ-ଗ୍ବାଟେମାଲା ସୀମାରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୪ଥିବା ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ କୌଣସି ବଡ଼ କ୍ଷୟକ୍ଷତିର ଖବର ନାହିଁ। ଭୂକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ମେକ୍ସିକୋର ସୁଚାଇଟ ସହରରେ ସକାଳ…
ଆଫଗାନିସ୍ତାନରେ ବନ୍ୟା
ଆଫଗାନିସ୍ତାନରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ୩୦୦ ରୁ ଉର୍ଦ୍ଧ ଲୋକେ ପ୍ରାଣ ହରାଇଥିଲା ବେଳେ ହଜାର ହଜାର ଘର ନଷ୍ଟ ହୋଇଥିବା ମିଳିତ ଜାତିସଂଘ ଫୁଡ୍ ଏଜେନ୍ସି ଶନିବାର କହିଛି। ଗତ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରେ ଆସିଥିବା ଅନେକ ବନ୍ୟା ମଧ୍ୟରୁ ବଞ୍ଚିଥିବା ଲୋକଙ୍କୁ ବିଶ୍ୱ ଫୁଡ୍…
ୟୁକ୍ରେନରେ ଦୁଇ ମନ୍ତ୍ରୀ ବହିଷ୍କାର
ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍ଜାଣ୍ଡାର କୁବ୍ରାକୋଭ୍ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ ଉପ…
ଆମେରିକାକୁ ଗାଳି କଲା ରୁଷିଆ
ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର ଭିତ୍ତିହୀନ ଅଭିଯୋଗ କରିଥିବାରୁ ସେ ଆମେରିକାକୁ ନିନ୍ଦା କରିଛନ୍ତି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଏହି…
ନାଟୋକୁ ପୁଟିନଙ୍କ ଚେତାବନୀ
ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ ପୁଟିନ କହିଛନ୍ତି ଯେ ପାଶ୍ଚ୍ୟାତ୍ୟ ଦେଶଗୁଡ଼ିକ ଉପରେ ନିର୍ଭର ଯେ ସେମାନେ ରୁଷିଆ ସହ ଆଲୋଚନା କରିବାକୁ ଚାହୁଁଛନ୍ତି ଅବା ରୁଷିଆ ବିକାଶରେ ବାଧା ସୃଷ୍ଟି…
ଇସ୍ରାଏଲ୍ ଉପରେ ହେଜବୁଲ୍ଲାର ଡ୍ରୋନ୍ ଆକ୍ରମଣ
ଇସ୍ରାଏଲ୍ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ସ୍ପଷ୍ଟ କରିନାହିଁ। ଲେବାନନ ଅତିକ୍ରମ କରି ଏକ ଡ୍ରୋନ୍ ମେଟୁଲା ଅଞ୍ଚଳରେ ମାଡ଼ ହୋଇଥିଲା ବୋଲି ସେନା…