Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
World
All world wide news update will uploaded
ବ୍ୟାନ ହେଲା ଅଲ ଜଜିରା
ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କତାରର ଗ୍ଲୋବାଲ ନ୍ୟୁଜ ଚ୍ୟାନେଲ ଅଲ ଜଜିରାର ସ୍ଥାନୀୟ ଶାଖା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଅଲ ଜଜିରାକୁ ଏକ…
ବ୍ରାଜିଲରେ ତାଣ୍ଡବ ରଚିଲା ପ୍ରକୃତି
ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ୫୬ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଏଥିସହ ଏକ ହଜାରରୁ ଅଧିକ ଲୋକ ନିଜର ବାସଗୃହ ହରାଇଛନ୍ତି ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଏବଂ ଲୋକଙ୍କ ପାଖରେ ରିଲିଫ ପହଞ୍ଚାଇବା କାମ ଜାରି ରହିଛି ।…
ବ୍ରାଜିଲରେ ଭୟଙ୍କର ବର୍ଷା
ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲରେ ଶୁକ୍ରବାର ରାତିରେ ପ୍ରବଳ ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଥିବା ବେଳେ ୭୪ ଜଣ ନିଖୋଜ ଅଛନ୍ତି। ଅଧିକାରୀମାନେ ଏହାକୁ ଇତିହାସର ସବୁଠାରୁ ଭୟଙ୍କର ବିପର୍ଯ୍ୟୟ ବୋଲି କହୁଛନ୍ତି । ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ…
ଚାଇନା ନିର୍ମାଣ ଭାରତକୁ ବିପଦ
ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍ ନିକଟବର୍ତ୍ତୀ ଶକ୍ସଗାମ୍ ଉପତ୍ୟକାରେ ସାମରିକ ଭିତ୍ତିଭୂମି ନିର୍ମାଣ କରୁଛି। ଏହା ଭାରତ ପାଇଁ ସାମରିକ ବିପଦ ସୃଷ୍ଟି କରିଛି।…
ଆମେରିକା ବିଦେଶ ବିଭାଗର ଅଭିଯୋଗ
ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ ଉଲ୍ଲଂଘନ କରିଛି ବୋଲି ଅଭିଯୋଗ କରିଛି। ଆମେରିକା କହିଛି ଯେ ରୁଷିଆ ୟୁକ୍ରେନ ସେନା ବିରୁଦ୍ଧରେ ଚକିଂ ଏଜେଣ୍ଟ କ୍ଲୋରୋପିକ୍ରିନ…
ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍ର ସଫଳ ପରୀକ୍ଷଣ
ସଫଳତାର ସହିତ ପରୀକ୍ଷା ହେଲା Supersonic Missile Assisted Release of Tropedo (SMART) । ଅବଦୁଲ କଲାମ ଦ୍ବୀପରୁ ଆଜି ସକାଳେ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣର ସଫଳତା ନେଇ ସୂଚନା ଦେଇଛି ଡିଆରଡିଓ। SMART ମିସାଇଲରେ ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ଟର୍ପେଡ଼ୋକୁ ସଫଳତାର ସହିତ…
ଆମେରିକାରେ ହଲ୍କୁ କବ୍ଜା କଲେ ବିକ୍ଷୋଭକାରୀ
ଗତ କିଛିଦିନ ଧରି ପାଲେଷ୍ଟାଇନକୁ ସମର୍ଥନ କରି ଆମେରିକାର ଅନେକ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ ହେଉଥିବାବେଳେ ମଙ୍ଗଳବାର ଏହା ଉଗ୍ରରୂପ ଧାରଣ କରିଛି। କଲମ୍ବିଆ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠିତ ହାମିଲଟନ ହଲ୍ରେ ବିକ୍ଷୋଭକାରୀ ଛାତ୍ରୀଛାତ୍ରମାନେ ଜବରଦସ୍ତ ପଶି ପାଲେଷ୍ଟାଇନ୍ ସମର୍ଥିତ ବ୍ୟାନର…
ପାକିସ୍ତାନରେ ବର୍ଷା ବିତ୍ପାତ
ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ…
ଜାପାନରେ ଭୂକମ୍ପ
ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ।ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ କ୍ଷତି ହୋଇପାରେ ବୋଲି ଆଶଙ୍କା…
ରୁଷିଆକୁ ଚାଇନା ସହାୟତା
ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍ ସହ ଯୁଦ୍ଧରେ ରୁଷିଆ ସେନାକୁ ଚାଇନା ସାମରିକ ସହାୟତା ଯୋଗାଉଥିବାରୁ ଏହାକୁ ନେଇ ବ୍ଲିଙ୍କେନ୍ ଉଦ୍ବେଗ ପ୍ରକାଶ କରିଥିଲେ। ଦେଶର ଦୁଇ ବୃହତ୍…