Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
World
All world wide news update will uploaded
ଇସ୍ରାଏଲ ଉପରେ ବିମାନ ଆକ୍ରମଣ
ତେଲ ଅଭିଭ୍ : ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି । ସେପଟେ ଶୁକ୍ରବାର ସନ୍ଧ୍ୟାରେ ଇସ୍ରାଏଲ ଉପରେ ପ୍ରଥମ ଥର ପାଇଁ ଅନ୍ୟ ଦେଶରୁ ବିମାନ ଆକ୍ରମଣ ହୋଇଛି । ଶୁକ୍ରବାର ରାତିରେ ଲେବାନନରୁ ୩ଟି ବିମାନ ଇସ୍ରାଏଲ ସୀମାରେ ଅନୁପ୍ରବେଶ କରିଥିଲା। ଗୋଟିଏକୁ ଆଇଡିଏଫର ବାୟୁ ପ୍ରତିରକ୍ଷା…
ଇସ୍ରାଏଲରେ ଅଟକି ରହିଛି ନିର୍ମାଣ କାମ, ଭାରତକୁ ମାଗିଲା ୧ ଲକ୍ଷ ଶ୍ରମିକ
ଇସ୍ରାଏଲ-ହମାଜ ଯୁଦ୍ଧ ପାଇଁ ଇସ୍ରାଏଲରେ ଅଟକି ରହିଛି ବିଭିନ୍ନ ପ୍ରକଳ୍ପର ନିର୍ମାଣ କାମ । ପାଲେଷ୍ଟାଇନ ଲୋକଙ୍କୁ ଇସ୍ରାଏଲ ଛାଡିବା ପାଇଁ କୁହାଯାଇଛି । ଏହାରି ଭିତରେ ଇସ୍ରାଏଲ ୧ ଲକ୍ଷ ଶ୍ରମିକ ଭାରତକୁ ମାଗିଛି । ସେମାନଙ୍କୁ ୯୦ ହଜାର ଫିଲିସ୍ତାନୀଙ୍କ ବଦଳରେ ରଖାଯିବ । ଅକ୍ଟୋବର ୭ରେ…
ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ଲାମିକ ରିପବ୍ଲିକ୍ ଅଫ୍ ଇରାନ୍ ର ରାଷ୍ଟ୍ରପତି ମହାମହିମ ଡକ୍ଟର ସୟଦ ଇବ୍ରାହିମ ରାଇସିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି । ଉଭୟ ନେତା ପଶ୍ଚିମ ଏସିଆ ଅଞ୍ଚଳର କଠିନ ପରିସ୍ଥିତି ଏବଂ ଇସ୍ରାଏଲ-ହାମାସ ସଂଘର୍ଷ ଉପରେ ମତ ବିନିମୟ କରିଥିଲେ।…
ଯୁଦ୍ଧ ଜାରି ରହିବ : ଇସ୍ରାଏଲ ପ୍ରଧାନମନ୍ତ୍ରୀ
ହମାସ ନିକଟରେ ପଣବନ୍ଦୀ ଥିବା ୨୦୦ରୁ ଅଧିକ ଲୋକଙ୍କୁ ନଛାଡ଼ିବା ଯାଏ ଯୁଦ୍ଧ ଜାରି ରହିବ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ଗାଜାରେ ଥିବା ଏକ ଶରଣାର୍ଥୀ କ୍ୟାମ୍ପରେ ଇସ୍ରାଏଲର ରକେଟ ମାଡ଼ ଯୋଗୁଁ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ହମାସ ବିରୋଧରେ ଲଢେଇ ଜାରି ରହିବ ।…
୩୬ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଥରିଲା ନେପାଳ
ଆଫଗାନିସ୍ତାନର ଫେଜାବାଦରେ ମଧ୍ୟ ଭୂମିକମ୍ପ ଝଟକା ଅନୁଭୂତ