Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
World
All world wide news update will uploaded
ଆଜି ଆସିବ ଶେଖ୍ ହାସିନାଙ୍କ ବିରୋଧରେ ରାୟ
ବାଂଲାଦେଶରେ ଉତ୍ତେଜନା ଯୋଗୁଁ ହାଇଆଲର୍ଟ ଜାରି କରାଯାଇଛି । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲଙ୍କ ରାୟ ପୂର୍ବରୁ ପୁରା ଦେଶରେ ହାଇଆଲର୍ଟ ଜାରି କରାଯାଇଥିବା ସୂଚନା ମିଳିଛି । ବାଂଲାଦେଶର ପୂର୍ବତନ ତଥା ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ବିରୋଧରେ ଆଜି ରାୟ ଆସିବାକୁ…
ଜାପାନର ପୂର୍ବତଟରେ ବଡ଼ ଧରଣର ଭୂକମ୍ପ
ଜାପାନରେ ଭୂମିକମ୍ପ । ଜାପାନର ପୂର୍ବତଟରେ ଆଜି ଏକ ବଡ଼ ଧରଣର ଭୂକମ୍ପ ଝଟକା ଦେଖିବାକୁ ମିଳିଛି । ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୬.୮ ରହିଥିବାବେଳେ, ଏହାର କେନ୍ଦ୍ରସ୍ଥଳ ସମୁଦ୍ର ଭିତରେ ପାଖାପାଖି ୧୦ କିଲୋମିଟର ଗଭୀରରେ ସୃଷ୍ଟି ହେଇଥିବା ଜଣାପଡ଼ିଛି । ତେବେ ଜାପାନରେ…
ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ, ୨୪୧ ଜଣଙ୍କ ମୃତ୍ୟୁ
ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ । ଏଯାଏଁ ୨୪୧ ଜଣଙ୍କ ମୃତ୍ୟୁ ହୋଇଛି । ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି । ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗି ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର…
ଆମେରିକୀୟ ସାମଗ୍ରୀ ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍
ଆମେରିକୀୟ ସାମଗ୍ରୀ ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍। ଏହାକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଦକ୍ଷିଣ କୋରିଆରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକ ପରେ ଆମେରିକା, ଚୀନ୍ ଉପରୁ ୧୦% ଶୁଳ୍କ…
ପୁଣି ଥରେ ଏକ ଶକ୍ତିଶାଳୀ ଭୂମିକମ୍ପରେ ଥରି ଉଠିଲା ଆଫଗାନିସ୍ତାନ
ଆଫଗାନିସ୍ତାନରେ ପୁଣି ଥରେ ଏକ ଶକ୍ତିଶାଳୀ ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରବିବାର ବିଳମ୍ବିତ ରାତିରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ୬.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି, ଯାହା ଫଳରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିବା…
ଓଡ଼ିଶା ପୁଲିସ ଏସ୍ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
ଓଡ଼ିଶା ପୁଲିସ ଏସ୍ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଛି । ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେ ଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ଉ କରିଥିବା…
ଶେଖ ହସିନାଙ୍କୁ ପଳାତକ ଘୋଷଣା କଲେ କୋର୍ଟ
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଢାକା ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ କୋର୍ଟ ତାଙ୍କୁ ପଳାତକ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦାୟର ହୋଇଥିବା ଏକ ଦେଶଦ୍ରୋହ ମାମଲାରେ ଶେଖ ହସିନାଙ୍କ ସହିତ ଅନ୍ୟ ୨୬୦ ଜଣଙ୍କୁ ପଳାତକ ଘୋଷଣା କରାଯାଇଛି।…
ଚାଇନା ଉପରୁ ଟାରିଫ୍ ହଟାଇଲେ ଟ୍ରମ୍ପ
ଚାଇନା ରାଷ୍ଟ୍ରପତି ଶି’ ଜିନପିଙ୍ଗଙ୍କ ସହ ସାକ୍ଷାତ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନା ଉପରୁ ଟାରିଫ୍ ବା ଶୁଳ୍କ ହ୍ରାସ କରିଛନ୍ତି।
ଗୁରୁବାର ଦକ୍ଷିଣ କୋରିଆର ବୁସାନରେ ଟ୍ରମ୍ପ ଏବଂ ଜିନପିଙ୍ଗଙ୍କ ମଧ୍ୟରେ ଏକ ସାକ୍ଷାତ ହୋଇଥିଲା।…
ବାୟୁ ପ୍ରଦୂଷଣ ଏକ ବଡ଼ ସ୍ୱାସ୍ଥ୍ୟ ସଙ୍କଟରେ ପରିଣତ ହୋଇଛି, ଯାହା ଭାରତରେ ମୃତ୍ୟୁର ଏକ ପ୍ରମୁଖ କାରଣ – WHO
WHO ସହଯୋଗରେ ପ୍ରସ୍ତୁତ ‘ଦ ଲାନସେଟ୍ କାଉଣ୍ଟଡାଉନ୍ ରିପୋର୍ଟ’ ଅନୁଯାୟୀ, ବାୟୁ ପ୍ରଦୂଷଣ ଏକ ବଡ଼ ସ୍ୱାସ୍ଥ୍ୟ ସଙ୍କଟରେ ପରିଣତ ହୋଇଛି, ଯାହା ଭାରତରେ ମୃତ୍ୟୁର ଏକ ପ୍ରମୁଖ କାରଣ।
ନିକଟରେ ପ୍ରକାଶିତ ଏହି ରିପୋର୍ଟ ଅନୁଯାୟୀ, ୨୦୨୨ ମସିହାରେ ଭାରତରେ କେବଳ PM ୨.୫ ଭଳି କ୍ଷୁଦ୍ର କଣିକା…
ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା କଲେ ଟ୍ରମ୍ପ
ଦୀପାବଳିର ବିଶେଷ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍ ଯୋଗେ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଦୀପାବଳିର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, "ରାଷ୍ଟ୍ରପତି…