Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
World
All world wide news update will uploaded
ଟ୍ରମ୍ଫଙ୍କ ପାଇଁ ଚିନ୍ତାରେ ଜେଲନସ୍କି
ଚଳିତ ବର୍ଷ ନଭେମ୍ବର ୫ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ହେବାକୁ ଯାଉଛି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଖୋଲାଖୋଲି ଭାବେ ୟୁକ୍ରେନ ପକ୍ଷ ରଖିଛି। ସମର୍ଥନ କରିଛନ୍ତ। ଆମେରିକା…
ଆମେରିକା ଚାହୁଁଛି ଯୁଦ୍ଧ ବିରତି
ଗାଜା ଉପରେ ଇସ୍ରାଏଲ ଆକ୍ରମଣ ବନ୍ଦ କରିବାକୁ ଚାହୁଁଛି ଆମେରିକା । ଏଥିପାଇଁ ଗାଜାରେ ୬ ସପ୍ତାହ ଲାଗି ଯୁଦ୍ଧ ବିରତି ପ୍ରସ୍ତାବ ଉପରେ ଗୁରୁତ୍ବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ।ମୁସଲିମ ସମ୍ପ୍ରଦାୟକୁ ରମଜାନ ଅଭିନନ୍ଦନ ଜଣାଇବା ସହ ଗାଜାରେ ଅସ୍ତ୍ରବିରତି ଲାଗି ଉଦ୍ଯମ କରିବେ…
ଇଣ୍ଡୋନେସିଆରେ ପ୍ରଳୟଙ୍କରୀ ବନ୍ୟା
ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶର ପେସିସିର ସେଲାତନ୍ ରେଜେନ୍ସିଠାରେ ଗତ କିଛି ଦିନ ଧରି ଲଗାତର ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟ ଘଟି ରବିବାର ସୁଦ୍ଧା ୧୯ ଜଣବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏବେ ମଧ୍ୟ ୭ ଜଣ ବ୍ୟକ୍ତି ନିଖୋଜ ଥିବା ସ୍ଥାନୀୟ…
ପାକିସ୍ତାନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇ ଚାଇନା କହିଲା ଆମର ବନ୍ଧୁତ୍ୱ ବିଶ୍ୱକୁ ପସନ୍ଦ
ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ପାକିସ୍ତାନର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ଆସିଫ ଅଲି ଜରଦାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଇସ୍ପାତ ପରି ବନ୍ଧୁତା ଇତିହାସର ପସନ୍ଦ ଏବଂ ଦୁନିଆର ସାମ୍ପ୍ରତିକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଏହି ସମ୍ପର୍କଗୁଡିକର ରଣନୈତିକ…
ଟେକଅପ ସମୟରେ ଖସିଗଲା ବିମାନର ଚକ
ବିମାନର ଚକ ମଝି ଆକସରେ ଖ୍ସୀ ଯାଉଥିବାର ଏକ ଚକିତ ଭିଡିଓ ସାମ୍ନାକୁ ଆସିଛି। ବାସ୍ତବରେ ୟୁନାଇଟେଡ ଏୟାରଲାଇନ୍ସର ବିମାନ ଜାପାନ ଯାଉଥିଲା। ବିମାନଟି ଉଡ଼ି ଆକାଶରେ ପହଞ୍ଚିବା ମାତ୍ରେ ଏହାର ଚକ ବାହାରିଗଲା । ବିମାନର ବାମ ପାର୍ଶ୍ୱର ମୁଖ୍ୟ ଅବତରଣ ଗିଅର ମଧ୍ୟରୁ ୬ଟି ଟାୟାର ମଧ୍ୟରୁ ଗୋଟିଏ…
ନାଟୋରେ ଏଣ୍ଟ୍ରି କଲା ସ୍ବିଡେନ
ସ୍ବିଡେନ ନାଟୋର ୩୨ତମ ସଦସ୍ୟ ଦେଶ ହୋଇଛି। ଏହା ସହିତ ପ୍ରାୟ ଦୁଇ ଦଶନ୍ଧି ଧରି ସ୍ବିଡେନ, ନାଟୋ ଗ୍ରୁପରେ ଯୋଗ ଦେଇଛି। ସ୍ବିଡେନର ପ୍ରଧାନମନ୍ତ୍ରୀ ଉଲଫ କ୍ରିଷ୍ଟରସନ ଦେଶର ନାଟୋରେ ଯୋଗଦେବାକୁ ସ୍ବାଧୀନତାର ବିଜୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ସ୍ବିଡେନ ଗଣତାନ୍ତ୍ରିକ,…
ଥରିଲା ଚାଇନା
ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜି(ଏନସିଏସ) ରିପୋର୍ଟ କରିଛି ଯେ ଚାଇନାର କ୍ୱିଂଘାଇ ଅଞ୍ଚଳରେ ୫ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି।ଏ ନେଇ ଏନସିଏସ ପକ୍ଷରୁ ଏକ ଅଫିସିୟାଲ ଟୁଇଟ କରି ସତର୍କ ସୂଚନା ଜାରି କରାଯାଇଛି। ଏହାସହ ସମସ୍ତେ ଏହି ଭୂକମ୍ପକୁ ନେଇ ସତର୍କ ରହିବାକୁ…
ଦୌଡ଼ରୁ ଓହରିଯାଇଛନ୍ତି ନିକ୍କି ହାଲି
ଆମେରିକା ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ରିପବ୍ଲିକାନ୍ ପାର୍ଟିରୁ ହେବା ଦୌଡ଼ରୁ ବୁଧବାର ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ଓହରିଯାଇଛନ୍ତି। ଫଳରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ରିପବ୍ଲିକାନ୍ ପାର୍ଟିରୁ ପୁନର୍ବାର ପ୍ରାର୍ଥୀ ହେବା ନିଶ୍ଚିତ ହୋଇଛି। ଆସନ୍ତା ନଭେମ୍ବରରେ…
ବାଇଡେନ୍ ଓ ଟ୍ରମ୍ପଙ୍କ ପାଇଁ ନିର୍ଣ୍ଣାୟକ ମୁହୂର୍ତ୍ତ
ଆମେରିକା ରାଷ୍ଟ୍ରପତି ନିର୍ବାଚନର ପ୍ରାଥମିକ ପର୍ଯ୍ୟାୟ ଏବେ ଚାଲିଛି। ଅଧିକାଂଶ ରାଜ୍ୟରେ ଦଳୀୟ ନାମାଙ୍କନ ନେଇ ପ୍ରତିଦ୍ୱନ୍ଦ୍ୱିତା ଚାଲିଥିବା ବେଳେ ଲକ୍ଷ ଲକ୍ଷ ଆମେରିକୀୟ ଏକା ସାଙ୍ଗରେ ମଙ୍ଗଳବାର ଦିନ ଭୋଟ୍ ଦେଇଛନ୍ତି। ଆମେରିକା ନିର୍ବାଚନ କ୍ୟାଲେଣ୍ଡରର ସବୁଠାରୁ ବ୍ୟସ୍ତବହୁଳ ଦିନ ହେଉଛି…
ମାଳଦ୍ୱୀପରେ ରହିବେନି ଭାରତୀୟ ସୈନ୍ୟ
ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ନିଜ ଭାରତ ବିରୋଧୀ ଆଭିମୁଖ୍ୟକୁ ଆହୁରି କଠୋର କରି ସମସ୍ତ ଭାରତୀୟ ସୈନ୍ୟଙ୍କୁ ମେ’ ୧୦ ସୁଦ୍ଧା ଦେଶ ଛାଡ଼ିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏପରି କି କୌଣସି ଭାରତୀୟ ସାମରିକ କର୍ମୀ ସାଦା ପୋଷାକରେ ମଧ୍ୟ ମାଳଦ୍ୱୀପରେ ରହିପାରିବେ ନାହିଁ ବୋଲି…