Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
World
All world wide news update will uploaded
ମାଇକ୍ରେସଫ୍ଟ ଦେଲା ଚେତାବନୀ
ଟେକ୍ନୋଲଜି କମ୍ପାନୀ ମାଇକ୍ରୋସଫ୍ଟ ଭାରତରେ ହେବାକୁ ଥିବା ନିର୍ବାଚନକୁ ନେଇ ଚେତାବନୀ ଜାରି କରିଛି। ମାଇକ୍ରେସଫ୍ଟ କହିଛି, ଚାଇନା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କଣ୍ଟେଣ୍ଟକୁ ବ୍ୟବହାର କରି ଭାରତ, ଆମେରିକା ଓ ଦକ୍ଷିଣ କୋରିଆ ନିର୍ବାଚନରେ ବିଘ୍ନ ସୃଷ୍ଟି କରିପାରେ। ଏହାପୂର୍ବରୁ ଚାଇନା,…
ଇରାନ ଆକ୍ରମଣ କରିବା ଆଶଙ୍କା
ସିରିଆରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ ଯୋଗୁ ଇରାନର ୨ ଜଣ ଜେନେରାଲଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାର ଜବାବରେ ଇରାନ ଆକ୍ରମଣ କରିବା ଆଶଙ୍କା ଥିବାରୁ ଇସ୍ରାଏଲ୍ ଏହାର ଜିପିଏସ୍ ନାଭିଗେଶନ ସେବାକୁ ବନ୍ଦ କରିବା ସହ ସୈନ୍ୟମାନଙ୍କ ଛୁଟି ବାତିଲ କରିଛି। ଗାଜା ଷ୍ଟ୍ରିପ୍ରେ…
ବାଇଡେନଙ୍କୁ ପଛରେ ପକାଇଲେ ଟ୍ରମ୍ପ
ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ହୋଇଥିବା ଏକ ସର୍ଭେରେ ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପଛରେ ରହିଥିବାର ନଜର ଆସିଛନ୍ତି। ସାତୋଟି ରାଜ୍ୟରେ କରାଯାଇଥିବା ସର୍ଭେରେ ରିପବ୍ଲିକାନ ନେତା ଟ୍ରମ୍ପ ଡେମୋକ୍ରାଟ…
ଥରିଲା ଚୀନ୍
ଚୀନ୍ର କିଙ୍ଘଇ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଚୀନ୍ ଭୂକମ୍ପ ନେଟୱାର୍କ କେନ୍ଦ୍ର (ସିଇଏନସି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ ଘଟିଥିବା ଏହି ଭୂକମ୍ପର…
ଜାପାନରେ ସୁନାମି ଆଲର୍ଟ
ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ ଭୂକମ୍ପର ତୀବ୍ରତା ୭.୪ ବୋଲି ଆକଳନ କରାଯାଇଛି। ତାଇୱାନରେ ହୋଇଥିବା ଭୂକମ୍ପ ଯୋଗୁ ଦକ୍ଷିଣ ଜାପାନରେ ସୁନାମି ହେବାର ସମ୍ଭାବନା ରହିଛି। ଜାପାନ ପ୍ରଶାସନ ସୁନାମି ଚେତାବନୀ ଦେଇଛି। ଜାପାନ କହିଛି ଯେ, ସୁନାମିର ପ୍ରଥମ ତରଙ୍ଗ ଏହାର ଦୁଇଟି…
ଭୂମିକମ୍ପରେ ଥରିଲା ତାଇୱାନ
ଆଜି ସକାଳୁ ସକାଳୁ ତାଇୱାନର ଉପକୂଳବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂମିକମ୍ପର ଝଟକା ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପର ଝଟକା ରାଜଧାନୀ ତାଇପେ ସମେତ ଅନେକ ସହରରେ ଅନୁଭୂତ ହୋଇଥିଲା । ଲୋକମାନେ ଭୟରେ ଘରୁ ବାହାରି ଆସଥିଲେ । ତେବେ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ଼…
ପାକିସ୍ତାନକୁ ଚୀନ୍ର ନାଲି ଆଖି
ପାକିସ୍ତାନର ବନ୍ଧୁ ବୋଲାଉଥିବା ଚୀନ୍ ଏବେ ନିଜର ପ୍ରକୃତ ଚେହେରା ଦେଖାଇଛି। ପାକିସ୍ତାନରେ ୫ ଚୀନ୍ ନାଗରିକଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନରେ ଚୀନ୍ ନାଗରିକଙ୍କ ଉପରେ ଲଗାତାର ଆକ୍ରମଣ ଜାରି ରହିଛି। ଏହାକୁ ନେଇ ଚୀନ୍ ଏବେ ପାକିସ୍ତାନକୁ ନାଲି ଆଖି ଦେଖାଇଛି। ଚୀନ୍ କହିଛି ଯଦି ଆମ…
ହମାସ ସହ ଯୁଦ୍ଧ ମଧ୍ୟରେ ମେଡିକାଲରେ ଭର୍ତ୍ତି ହେଲେ ଇସ୍ରାଏଲର ପ୍ରଧାନମନ୍ତ୍ରୀ
ହମାସ ସହିତ ୬ ମାସ ଧରି ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲରୁ ବଡ଼ ସୂଚନା ସାମ୍ନାକୁ ଆସୁଛି । ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ହଠାତ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଇସ୍ରାଏଲର ଗୁପ୍ତଚର ଏଜେନ୍ସି ମୋସାଦ ଏହି ସୂଚନାକୁ ସୋସିଆଲ ମିଡିଆ ପୋଷ୍ଟରେ ସେୟାର…
ସିରିଆରେ ବୋମା ବିସ୍ଫୋରଣ
ରବିବାର ସକାଳେ ତୁର୍କୀ ସମର୍ଥକ ବାହିନୀ ଦ୍ୱାରା ଦଖଲ ହୋଇଥିବା ଉତ୍ତର ସିରିଆର ଏକ ବଜାରରେ କାର୍ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣେ ଯୁଦ୍ଧ ମନିଟର ଏହି ସୂଚନା ଦେଇଛନ୍ତି।ମାନବ…
ଥରିଲା ଆଫଗାନିସ୍ଥାନ
ଆଫଗାନିସ୍ତାନରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) କହିଛି ଯେ ଆଫଗାନିସ୍ତାନରେ ଗୁରୁବାର ସକାଳ ୫.୪୪ ମିନିଟରେ ଏକ ଭୂକମ୍ପ ଘଟିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ମାପ କରାଯାଇଛି। ଏନସିଏସ୍ ତଥ୍ୟ ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ…