Trending
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
Browsing Category
World
All world wide news update will uploaded
ଖଲ୍ଲିସ୍ତାନୀ ଆତଙ୍କୀଙ୍କ ସମ୍ପର୍କରେ ଥିବା ୪୩ ଅପରାଧୀଙ୍କ ତାଲିକା ଜାରି
କାନାଡାର ଆତଙ୍କୀ ଗ୍ୟାଙ୍ଗଷ୍ଟର ସହ ସଂପର୍କରେ ଥିବା ୪୩ କୁଖ୍ୟାତ ଅପରାଧୀଙ୍କ ତାଲିକା ଜାରି କରିଛି ଏନଆଇଏ। ଏଥିସହ ଭାରତରେ ଖଲ୍ଲିସ୍ତାନୀ ମୁଭମେଣ୍ଟକୁ ରୋକିବା ଲାଗି ଏନଆଇଏ ଆଉ ଏକ ବଡ଼ ପଦକ୍ଷେପ ନେଇଛି। ୱାଣ୍ଟେଡ୍ ଆତଙ୍କବାଦୀଙ୍କୁ ଧରାଇଦେଲେ ୧୦ ଲକ୍ଷ ଟଙ୍କାର କ୍ୟାସ୍ ପ୍ରାଇଜ୍ ଘୋଷଣା…
ସାଧାରଣତନ୍ତ୍ର ଦିବସରେ ଅତିଥି ହେବେ ବାଇଡେନ
୨୦ ଶିଖର ସମ୍ମଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଜୋ’ ବାଇଡେନ୍ଙ୍କୁ ଭାରତରେ ସ୍ୱାଗତ
ଚୀନ୍ ବୈଦେଶିକ ମନ୍ତ୍ରୀ ପଦରୁ ବହିଷ୍କୃତ ହୋଇଛନ୍ତି କ୍ବିନ୍ ଗାଙ୍ଗ୍!
ଜୁଲାଇ ମାସରୁ ଚୀନ୍ର ବୈଦେଶିକ ମନ୍ତ୍ରୀ ସାଧାରଣରେ ଦେଖାଯାଉନଥିଲେ । ତେବେ ଏହାର କାରଣ ଏବେ ଜଣାପଡିଛି । ଆମେରିକାରେ ତାଙ୍କର ପ୍ରେମ ସଂପର୍କକୁ ନେଇ ତାଙ୍କୁ ପଦରୁ ବହିଷ୍କାର କରାଯାଇଛି ବୋଲି କିଛି ଖବର ପ୍ରକାଶ ପାଇଛି । ପଦରୁ ବହିଷ୍କୃତ ହୋଇଥିବା କ୍ବିନ୍ ଗାଙ୍ଗ୍ ଆମେରିକାରେ…
ଭାରତ-କାନାଡା ବାଣିଜ୍ୟ ସମ୍ପର୍କରେ ତିକ୍ତତା
ଖଲିସ୍ତାନୀ ବିଚ୍ଛିନ୍ନବାଦୀ ନେତାଙ୍କ ହତ୍ୟାକୁ ନେଇ ଭାରତ-କାନାଡା ବ୍ୟବସାୟରେ ପ୍ରଭାବ ପଡ଼ିବ । କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୁ ଖଲିସ୍ତାନକୁ ସମର୍ଥନ କରି କହିବା ପରେ ଭାରତ ଓ କାନାଡା ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଛି। ଦୁଇ ଦେଶ ମଧ୍ୟରେ ଯଦି ଉତ୍ତେଜନା ଆଗକୁ ବଢ଼ିବ ଓ…
ଆମେ ଭାରତକୁ ଉସୁକାଉନାହୁଁ
ଭାରତର କଡ଼ା ପଦକ୍ଷେପ ପରେ ନଇଁଛି କାନାଡା । ସକାଳୁ ତାଉ ଦେଖାଉଥିବା କାନାଡା ସଂଧ୍ୟାକୁ ନରମ ହୋଇଛି । ଖାଲିସ୍ତାନ ସମର୍ଥକ ହରଦୀପ ସିଂ ନିଜରଙ୍କ ହତ୍ୟାକୁ ନେଇ ଭାରତ ଓ କାନାଡା ମଧ୍ୟରେ ବିବାଦ ବଢିବାରେ ଲାଗିଥିବା ବେଳେ ଭାରତର କଡା ଜବାବ ଦେଖି କାନାଡା ପ୍ରଧାନମନ୍ତ୍ରୀ ଉତ୍ତର ରଖିଛନ୍ତି ।…
କାନାଡା କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଭାରତ
ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ହତ୍ୟାକାଣ୍ଡରେ ଭାରତର ସମ୍ପୃକ୍ତି ଥିବା ଆରୋପ ଲଗାଇ କାନାଡା ସରକାର ସୋମବାର ଭାରତର ଜଣେ ବରିଷ୍ଠ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ନେଇ ଆଦେଶ ଦେଇଥିଲେ । ତେବେ ଏହାର ୨୪ ଘଣ୍ଟା ଭିତରେ ଭାରତ ଯେସାକୁ ତେସା ନୀତି ଆପଣାଇ ସମାନ ଡଙ୍ଗରେ ଜବାବ ଦେଇଛି ।…