ମେଟ୍ରୋ ଟିଭି ଓଡିଶା,୧୪/୧: କରୋନା ଚାରିଆଡେ ମାଡିଗଲାଣି । ଏହି ସଂକ୍ରମଣକୁ ରୋକିବା ପାଇଁ ହେଲେ ସରକାରଙ୍କ ବିଭିନ୍ନ ଗାଇଡଲାଇନକୁ ମାନିବାକୁ ପଡିବ । ରାଜ୍ୟରେ ବଢୁଥିବା ସଂକ୍ରମଣକୁ ରୋକିବାକୁ ସ୍ୱାସ୍ଥୀ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସଂକ୍ରମଣ ବ୍ୟାପିବାର ସବୁଠୁ ବେଶି ହେଉଛି ହସ୍ପିଟାଲ ତେଣୁ ଶ୍ରୀ ମହାପାତ୍ର କହିଛନ୍ତି ବେଶି ଲୋକ ହସ୍ପିଟାଲରେ ଭିଡ କରନ୍ତୁ ନାହିଁ । ଯଦି କିଛି ଜରୁରୀ ନାହିଁ ହସ୍ପିଟାଲକୁ ଆସିବାକୁ ଲୋକଙ୍କୁ ବାରଣ କରାଯାଇଛି । ଅତି ଦରକାର ନ ଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ କହଛନ୍ତି, ଯେଉଁମାନଙ୍କର ସାଧାରଣ ରୋଗ ରହିଛି, ସେମାନଙ୍କ ଲାଗି ଟେଲିମେଡିସିନ ସେବା ଆରମ୍ଭ ହୋଇଛି । ହସ୍ପିଟାଲରେ ଏବେ କେବଳ ଜରୁରୀକାଳୀନ ସର୍ଜରୀକୁ ପ୍ରାଥମିକତା ଦିଆଯିବ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି