ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତ୍ୟେକ ଦିନ ଉପର ତଳ ହେଉଛି। ଗତ ୨୪ ଘଣ୍ଟାର ୨୦ ହଜାର ୪୦୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ଆଉ ୫୪ ଜଣ ସଂକ୍ରମିତ କରୋନାରେ ପ୍ରାଣ ହରାଇଛନ୍ତି। ଦୈନିକ ସଂକ୍ରମଣ ହାର ଆଜି ୫.୦୫ ପ୍ରତିଶତ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ, ବର୍ତ୍ତମାନ ସକ୍ରିୟ ମାମଲା ୧,୪୩,୩୮୪ ରହିଛି। ଏହି ସମୟରେ ୨୦ ହଜାର ୯୫୮ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଛନ୍ତି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post