ଭାରତରେ କୋଭିଡ୍-୧୯ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ୬୩ ଜଣ କୋଭିଡ୍ର ନୂତନ ସବ୍ଭାରିଆଣ୍ଟ ଜେଏନ୍.୧ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ବାରା ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୫୪କୁ ବୃଦ୍ଧି ପାଇଥିବା ବେଳେ କେରଳରୁ ସର୍ବାଧିକ ମାମଲା ସାମ୍ନାକୁ ଆସିଛି। ନୂଆ ସବ୍ଭାରିଆଣ୍ଟ ଜେଏନ୍.୧ ଯୋଗୁଁ ରାଜ୍ୟଗୁଡ଼ିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି।
Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Prev Post
Next Post