ନୂଆଦିଲ୍ଲୀ: ବ୍ରିଟେନରୁ କରୋନା ଭାଇରସର ନୂଆ ଭାରିଆଣ୍ଟ ଇଜି.୫.୧ ର ଦ୍ରୁତ ଗତିରେ ବ୍ୟାପୁଛି, ଯାହାକୁ ଏରିସ୍ ନାମରେ ନାମିତ କରାଯାଇଛି । କାରଣ ବର୍ତ୍ତମାନ ବ୍ରିଟେନରେ ଶୀତ ଆରମ୍ଭ ହେବାକୁ ଯାଉଛି, ଏଭଳି ପରିସ୍ଥିତିରେ କରୋନାର ନୂଆ ଭାରିଆଣ୍ଟ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହି ଖବର ଚର୍ଚ୍ଚାକୁ ଆସିବା ଦିନଠାରୁ ସେଠାରେ ଥିବା ସ୍ୱାସ୍ଥ୍ୟ ଅଧିକାରୀମାନେ ସତର୍କ ହୋଇପଡିଛନ୍ତି । ତେବେ ଏହି ନୂଆ ଭାରିଆଣ୍ଟଟି କେବଳ ଓମିକ୍ରନର ଏକ ଅଂଶ । ଗତ ମାସରେ ବ୍ରିଟେନରେ ଏହି ନୂଆ ଭାରିଆଣ୍ଟ ବିଷୟରେ ସୂଚନା ଗ୍ରହଣ କରାଯାଇଛି ।
Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Prev Post