ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣକୁ ନେଇ ପାରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦ ବର୍ଷର ଅଧିକ ଲୋକମାନେ ୨୮% ଟିକାକରଣ କରାଯାଇଛି । ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଷର ନାଗରିକ ମାନଙ୍କର ପ୍ରିକ୍ସନ ଡୋଜ ମାଗଣାରେ ଦିଆଯିବ । ଏହା ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟିକାକରଣ ଚାଲିବ ।ରାଜ୍ୟରେ ପାଖାପାଖି ୩୦୦୦ ଟି ସରକାରୀ ଟିକାକରଣ କେନ୍ଦ୍ର ରହିଛି । ସେଠି ମାଗଣାରେ ଟିକାକରଣ କରିପାରିବେ । କେନ୍ଦ୍ର ଗୁଡିକରେ ଟିକା ଦେବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ସ୍ୱାସ୍ଥ୍ୟକର୍ମୀ ରହିଛନ୍ତି ।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post