ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି। କେବଳ ଗୁରୁତର ଆକ୍ରାନ୍ତଙ୍କ କୋଭିଡ ପରୀକ୍ଷା କରାଯାଉଛି। ଯେତିକି ପରୀକ୍ଷା ହେଉଛି, ସେଥିରୁ ବହୁତ୍ କମ ପଜିଟିଭ ଆସୁଛି। ଲୋକମାନଙ୍କୁ ପରାମର୍ଶ, ସତର୍କତା ଅବଲମ୍ବନ କରନ୍ତୁ। ଗହଳି ଜାଗାକୁ ଯାଆନ୍ତୁ ନାହିଁ। ମାସ୍କ ପିନ୍ଧନ୍ତୁ, ଦରକାର ପଡ଼ିଲେ ଗ୍ଲୋଭସ୍ ବ୍ୟବହାର କରନ୍ତୁ ବୋଲି କହିଛନ୍ତି ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Next Post