ଟିକାକରଣରେ ଭାରତର ରେକର୍ଡ କରିଛି । ଭାରତ ବିଶ୍ବରେ ସର୍ବାଧିକ ଟିକା ଦେଇଥିବା ଦେଶ ହୋଇଛି । 2 ବିଲିୟନ COVID-19 ଟୀକାକରଣର ମାଇଲଖୁଣ୍ଟ ଅତିକ୍ରମ କରିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ୨୦୦ କୋଟିରୁ ଅଧିକ ଡୋଜ ଟିକା ଦିଆ ସରିଲାଣି । ୫୪୮ ଦିନରେ ୨୦୦ କୋଟିରୁ ଅଧିକ ଦେଇ ରେକର୍ଡ କରିଛି ଭାରତ । ୨୦୨୧ ଜାନୁଆରୀ ୧୬ରେ ଆରମ୍ଭ ହୋଇଥିବା ଟିକାକରଣ ଏକ ବଡ ରେକର୍ଡ ସୃଷ୍ଟି କରିଛି ।ଭାରତରେ ଏବେ ବି ଟିକାକରଣ ଅଭିଯାନ ଜାରି ରହିଛି । ଆଜାଦି କି ଅମୃତ ମହୋତ୍ସବରେ ସରକାର ୧୮ରୁ ୫୯ ବର୍ଷର ଲୋକଙ୍କ ପାଇଁ ମାଗଣା ବୁଷ୍ଟର ଡୋଜର ଘୋଷଣା କରିଛନ୍ତି । ୧୫ ଜୁଲାଇରୁ ଏହା ଆରମ୍ଭ ହୋଇଛି । ସେହିପରି ଦେଶରେ ୧୨ ବର୍ଷରୁ ଅଧିକ ଶିଶୁଙ୍କୁ ଟିକାକରଣ ଜାରି ରହିଛି ।
Trending
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
Prev Post
Next Post