ସୁନ୍ଦରଗଡ଼: ଦେଶରେ କରୋନା ପୁଣି ଥରେ ଫେରୁଥିବା ଚର୍ଚ୍ଚା ହେଉଛି। କିଛି ରାଜ୍ୟରେ ମାସ୍କକୁ ବାଧ୍ୟତାମୂଳକ କରାଗଲାଣି। ଏସ୍ଥିତିରେ ସୁନ୍ଦରଗଡ଼ରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।
କେରଳା ଫେରନ୍ତା ଜଣେ ବ୍ୟକ୍ତିଙ୍କ ଦେହରେ ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଥିଲେ ହେଁ ସେ ସୁସ୍ଥ ଅଛନ୍ତି। ଘରେ ତାଙ୍କୁ ଗୃହାବଦ୍ଧ କରି ଚିକିତ୍ସା କରାଯାଉଛି।। ଅନ୍ୟ ଜଣକୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମ୍ପର୍କୀୟ ଓ ଅନ୍ୟମାନଙ୍କ ନମୂନା ସଂଗ୍ରହ କରି ପରୀକ୍ଷା କରାଯାଉଥିବା ସୂଚନା ରହିଛି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post