ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣି କରୋନା ସଂକ୍ରମିତ ହୋଇଛନ୍ତି । ବିନା ଲକ୍ଷଣରେ ବାଇଡେନଙ୍କୁ କରୋନା ହୋଇଥିବା ନେଇ ସୂଚନା ଦିଆଯାଇଛି । ହ୍ୱାଇଟ୍ ହାଉସର ସୂଚନା ଅନୁଯାୟୀ ବର୍ତ୍ତମାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ତେଣୁ ସେ ଆଇସୋଲେସନରେ ରହିଛନ୍ତି । ଗତ ମତ୍ର ତିନି ଦିନ ତଳେ କରୋନାରୁ ସୁସ୍ଥ ହୋଇଥିଲେ ବାଇଡେନ୍ । ହେଲେ ଗତକାଲି ତାଙ୍କର କରୋନା ପରୀକ୍ଷା କରିବା ପରେ ରିପୋର୍ଟ ପଜିଟିଭ୍ ଆସିଥିବା କୁହାଯାଇଛି ।ସୂଚନା ଥାଉକି ପୂର୍ବରୁ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ ଜୋ ବାଇଡେନ । ଜୁଲାଇ ୨୧ ତାରିଖରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଅରସିଥିଲା । ବାଇଡେନ୍ ଆମେରିକା ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପୂର୍ବରୁ ଫାଇଜରର ଦୁଇଟି ଯାକ କରୋନା ଟିକା ନେଇଥିଲେ ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post