ଭୁବନେଶ୍ୱରରେ ହେବ ମଙ୍କିପକ୍ସ ନମୁନା ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି । ଆରଏମ୍ଆରସିରେ ନମୁନା ପରୀକ୍ଷା ପାଇଁ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କେବଳ କିଟ୍ ଅଣାଯାଇ ପରୀକ୍ଷା କରାଯିବ ।ନମୁନା ପରୀକ୍ଷା ଅନୁମତି ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖାଯାଇଛି । ଚଳିତ ମାସ ଭୁବନେଶ୍ୱରରେ ମଙ୍କିପକ୍ସ ଟେଷ୍ଟିଂ ଆରମ୍ଭ ହୋଇପାରେ ବୋଲି ଜଣାପଡ଼ିଛି । ଓଡ଼ିଶାରେ ଏଯାଏଁ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ବିଦେଶ ଫେରନ୍ତାଙ୍କ ତାଲିକା କେନ୍ଦ୍ରକୁ ମଗାଯାଇଛି । ଜିଲ୍ଲାସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି । ସ୍ୱାସ୍ଥ୍ୟ ବିଭାଗ ଖୁବ୍ ଶୀଘ୍ର ମଙ୍କିପକ୍ସ ନେଇ ଏସଓପି ଜାରି କରିବ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ