ରାଜ୍ୟରେ ମଙ୍କିପକ୍ସ ସ୍ଥିତି ନେଇ ଅପରାହ୍ନ ୪.୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ,ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଓ ଡ଼ିଏମଇଟି ଉପସ୍ଥିତ ରହିବେ। ବିଭିନ୍ନ ରାଜ୍ୟରୁ ମଙ୍କିପକ୍ସର ସନ୍ଦିଗ୍ଧ ଚିହ୍ନଟ ପରେ ରାଜ୍ୟ ଏହାର ମୁକାବିଲା ପାଇଁ ପ୍ରସ୍ତୁତ କରିବ ବ୍ଲୁପ୍ରିଣ୍ଟ। ତେବେ ପୂର୍ବରୁ ମଙ୍କିପକ୍ସକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଗାଇଡ଼ ଲାଇନ ଜାରି କରିସାରିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post