ଆଜି ଚୈତ୍ର ମାସ ପ୍ରଥମ ମଙ୍ଗଳବାର, ସେଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ମାଆଙ୍କ ପୀଠ । କାକଟପୁର ମାଆ ମଙ୍ଗଳା ପୀଠରେ ଭକ୍ତଙ୍କ ଭିଡ଼ । ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମାଆ । ପୀଠରେ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ ଯଜ୍ଞ ।ପରମ୍ପରା ଅନୁଯାୟୀ କାକଟପୁର ବାସିନୀ ମା’ ମଙ୍ଗଳାଙ୍କ ପୀଠରେ ବେଶ ଧୁମ୍ ଧାମରେ ଚାଲିଛି ଝାମୁଯାତ୍ରା ତଥା ନେତ୍ର ଉତ୍ସବ । ଆଜିର ଦିନରେ ମା’ଙ୍କ ମନ୍ଦିରରେ ନୂତନ ନେତ ବନ୍ଧା ହେବାର ବିଧି ରହିଛି । ପାହାନ୍ତା ପ୍ରହରରୁ ମନ୍ଦିର ପହଡ଼ ଫିଟା ନୀତି ଆରମ୍ଭ ହୋଇ ମଙ୍ଗଳ ଆଳତି, ସ୍ନାନ ଓ ମଜଣା କରାଯାଇ ମା’ଙ୍କୁ ବେଶ କରାଯାଇଛି ।ବେଶ ପରେ ଭକ୍ତଙ୍କ ପାଇଁ ସାହଣ ମେଲା ଦର୍ଶନ ଆରମ୍ଭ ହୋଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post