ଆଜି ଛଟ ପୂଜାରେ ସୂର୍ଯ୍ୟ ଦେବତା ଓ ଛଟି ମାତାଙ୍କୁ ପୂଜା କରାଯାଏ । ଏହି ପୂଜା ମୁଖ୍ୟତ ବିହାର, ଝାଡଖଣ୍ଡ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶରେ ପାଳନ କରାଯାଉଥିବା ବେଳେ ଦେଶର ଅନ୍ୟ ରାଜ୍ୟରେ ମଧ୍ୟ ଏହା ପାଳନ କରାଯାଇଥାଏ । ଏହି ପର୍ବ ପାଳନ କଲେ ପରିବାରରେ ସୁଖ ସମୃଦ୍ଧି ଆସିଥାଏ ବୋଲି ବିଶ୍ବାସ ରହିଛି । ତେବେ ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ ଛଟ ପୂଜା ପାଳନ କରାଯାଉଛି ।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
Prev Post
Next Post