ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post