ଆଜି ଶେଷ ରଜ। ଏହାକୁ ବେଶ ଧୂମଧାମରେ ପାଳନ କରୁଛନ୍ତି ଓଡ଼ିଶାବାସୀ। ଚାରିଆଡ଼େ ଉତ୍ସବର ମାହୋଲ ଦେଖିବାକୁ ମିଳୁଥିବା ବେଳେ ପିଠାପଣାର ମହକରେ ବାସି ଉଠୁଛି ପ୍ରତିଟି ଓଡ଼ିଆ ଘର। ଆଜି ରବିବାର ହୋଇଥିବାରୁ ସକାଳୁ ସକାଳୁ ଆମିଷ ମାର୍କେଟରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଲାଣି।ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବଜାରକୁ ପର୍ଯ୍ୟାପ୍ତ ପରିମାଣର ମାଛ, ଚିକେନ, ମଟନ, ଚିଙ୍ଗୁଡ଼ି ଓ କଙ୍କଡା ମଧ୍ୟ ଅଣାଯାଇଛି । ତିନି ଦିନ ଧରି ପାଳନ ହେଉଥିବା ଏହି ଗଣପର୍ବର ଆଜି ଅନ୍ତିମ ଦିନ ହୋଇଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି। କୁଆଁରୀ ଝିଅଠାରୁ ଆରମ୍ଭ କରି ବିବାହିତା ନାରୀ ଏବଂ ପିଲାଠୁ ବୁଢା ସମସ୍ତେ ରଜପର୍ବରେ ନିଜକୁ ସାମିଲ କରି ଦୋଳି ଖେଳିବା ସହ ସୁସ୍ୱାଦୁ ପିଠାପଣାର ମଜା ଉଠାଉଛନ୍ତି।
Trending
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ