ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଦିନ ଗୋଟାଏରୁ କାମ ଆରମ୍ଭ ହୋଇ ସନ୍ଧ୍ୟା ୭ଟାରେ ଶେଷ ହେବ । ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ମରାମତି କାମ କରାଯିବ । ଏଥିପାଇଁ ଶ୍ରୀଜିଉଙ୍କ ପୂଜାବିଧିର ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ରାତି ୩ଟା ୧୪ରେ ଦ୍ବାରଫିଟା ନୀତି ହୋଇଛି। ରାତି ଗୋଟାଏ ୨୬ରେ ହୋଇଥିଲା ରାତ୍ର ପହୁଡ। ପରେ ମଙ୍ଗଳଆଳତି, ତଡପଲାଗି, ଅବକାଶ ନୀତି ପରେ ବେଶ ସମ୍ପନ୍ନ। ସେହିପରି ୧୦ଟାରୁ ୧୧ଟା ୩୦ ମଧ୍ୟରେ ମଧ୍ୟହ୍ନ ଧୂପ, ୧୦ଟା ୩୦ରୁ ଅପରାହ୍ନ ଗୋଟାଏ ମଧ୍ୟରେ ଦ୍ବିତୀୟ ଭୋଗମଣ୍ଡପ ନୀତି କରିଯିବ। ମରାମତି କାର୍ୟ୍ୟ ମାର୍ଚ୍ଚ ୧୯ ତାରିଖ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ମରାମତି କାର୍ୟ୍ୟ ପ୍ରତିଦିନ ମଧ୍ୟାହ୍ନ ଗୋଟାଏରୁ ସନ୍ଧ୍ୟା ୭ଟା ପର୍ୟ୍ୟନ୍ତ ଚାଲିବ । ସେପଟେ ମରାମତି କାମ ପାଇଁ ଯେଭଳି ଦର୍ଶନ ବ୍ୟବସ୍ଥା ବାଧାପ୍ରାପ୍ତ ହେବ ନାହିଁ, ସେଥିପାଇଁ ବ୍ୟବସ୍ଥା ହୋଇଛି ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post
Next Post