ଆସନ୍ତାକାଲି ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରଖାଯାଇ ବିଧି ବିଧାନ ସହ ଏହି ନୀତି ପାଳନ କରାଯାଇଥାଏ। ତେବେ ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାନୁଯାୟୀ, ଆସନ୍ତାକାଲି ଭାଦ୍ରବ କୃଷ୍ଣ ପକ୍ଷ ତିଥି। ଏହି ଅବସରରେ ତିନି ଠାକୁରଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ ବା ବନକଲାଗି ନୀତି ପାଳନ ହେବ। ତେବେ ଏହି ନୀତି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅନୁଷ୍ଠିତ ହେବ। ସେଥିପାଇଁ ଅପରାହ୍ଣ ଘ.୫.୦୦ ଟିକା ଠାରୁ ରାତ୍ର ଠ.୯.୦୦ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରହିବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post