ଭୁବନେଶ୍ୱର : ରାଜ୍ୟର ସମୃଦ୍ଧ ଇତିହାସ ଓ ସଂସ୍କୃତିର ମୂକସାକ୍ଷୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୬୮ତମ ପ୍ରତିଷ୍ଠା ଦିବସ ଆଜି ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ବାବୁ ସିଂ ନିଜ ଅଭିଭାଷଣରେ ସଂଗ୍ରହାଳୟକୁ ଓଡ଼ିଆ ଅସ୍ମିତାର ବାର୍ତ୍ତାବାହକ ଭାବେ ଅଭିହିତ କରିଥିଲେ। ସେ କହିଥିଲେ ଯେ, ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ଗାଥାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଏହାର ପ୍ରଚାର ପ୍ରସାର ଦିଗରେ ଏହି ଅନୁଷ୍ଠାନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଆମର ସମୃଦ୍ଧ ଇତିହାସରୁ ପ୍ରେରିତ ହେବା ପାଇଁ ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇଥିଲେ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ