ମାର୍ଗଶୀର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ପରିବାରର ଜ୍ୟେଷ୍ଠ ସନ୍ତାନର ଦୀର୍ଘାୟୁ କାମନା କରି ଷଷ୍ଠୀ ଦେବୀଙ୍କର ପୂଜା କରାଯିବ । ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ ଦେବୀଙ୍କ ନିକଟରେ ସମର୍ପଣ କରି ପୋଢୁଆଁଙ୍କର ଶୁଭ ମନାସାଯିବ । ସେପେଟ ଶ୍ରୀମନ୍ଦିରରେ ବି ପୋଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଗତକାଲି ମହାପ୍ରଭୁଙ୍କ ମାମୁଁଘର କଟକ ନିଆଳି ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ଭାରରେ ରହିଛି ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଇତ୍ୟାଦି । ମହାପ୍ରଭୁଙ୍କ ଗୋପାଳବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା