ସିଂହାରି-ସୁପକାର ସେବକ ବିବାଦ କାରଣରୁ ମହାପ୍ରଭୁଙ୍କ ଗତକାଲିର ପହୁଡ଼ ହୋଇପାରିନି। ବିନା ପହୁଡ଼ରେ ଆଜିର ନୀତି ଆରମ୍ଭ ହୋଇଛି ହୋଇଛି । ଗତକାଲି ସିଂହାରି-ସୁପକାର ସେବକ ବିବାଦ କାରଣରୁ ମହପ୍ରଭୁଙ୍କ ଗତକାଲିର ପହୁଡ଼ ହୋଇପାରିନଥିଲା । ବିନା ପହୁଡ଼ରେ ଆଜିର ନୀତି ଆରମ୍ଭ ହୋଇଛି। । ଗତକାଲି ଭିତର କାଠରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ ନୀତି ହୋଇଥିଲା । ମହାସ୍ନାନ ନୀତି ହେବାରୁ ଭୋଗ ବାହାରି ପାରିନଥିଲା ।ଏହାରି ଭିତରେ ଭୋଗ ବଢାରେ ବିଳମ୍ବ ଓ ଗଭାଲାଗି ନୀତି ନ କରିବାକୁ ନେଇ ବିବାଦ ବଢିବାରେ ଦେଖା ଦେଇଥିଲା । ବିବାଦ ଯୋଗୁ ଗତକାଲି ମହାପ୍ରସାଦକୁ ରାତିରେ ଭୋଗମଣ୍ଡପ ଘରେ ତାଲା ମାରି ପଳାଇଲେ ସିଂହାରି । ବିବାଦ ପାଇଁ ମହାପ୍ରଭୁଙ୍କ ପହୁଡ଼ ହୋଇପାରି ନ ଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post