ପୁରୀ: ଦେଢ଼ ମାସ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ଶଙ୍ଖ, କସ୍ତୁରୀ, ହିଙ୍ଗୁଳ, ହରିତାଳ ଭଳି ବିଭିନ୍ନ ପ୍ରାକୃତିକ ଦ୍ରବ୍ୟରେ ମହାପ୍ରଭୁଙ୍କ ଶ୍ରୀ ମୁଖ ଶୃଙ୍ଗାର କରାଯିବ । ନୀତି ପାଇଁ ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ପାଇଁ ସନ୍ଧ୍ୟା ୬ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ । ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୧୧ଟା ପରେ ଦର୍ଶନ ସ୍ବାଭାବିକ ହେବ।
Trending
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
Prev Post
Next Post