ଶ୍ରୀଜଗନ୍ନାଥବଲ୍ଲଭ ପାର୍କିଂରେ ହୋଇଥିବା ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ପ୍ରଦର୍ଶନୀକୁ ବନ୍ଦ କରିଦିଆଯାଇଛି ମହାପ୍ରଭୁଙ୍କର ୨୫ ପ୍ରକାରର ବେଶ ସାଙ୍ଗକୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ୩ ରଥର ମିନିଏଚର ଶୋଭା ପାଉଥିଲା । ରାଜ୍ୟ ତଥା ରାଜ୍ୟ ବାହାରୁ ଯେଉଁ ଶ୍ରଦ୍ଧାଳୁମାନେ ଆସୁଥିଲେ, ସେମାନେ ପ୍ରଦର୍ଶନୀ ଭମଣ କରି ମହାପ୍ରଭୁଙ୍କ ବେଶ ଦେଖି ଆଧ୍ୟାତ୍ମିକ ଜ୍ଞାନ ଲାଭ କରୁଥିଲେ । ଏନେଇ ରାଜ୍ୟ ରାଜକୋଷରୁ ପ୍ରର୍ଯ୍ୟାପ୍ତ ପରିମାଣର ଟଙ୍କା ଖର୍ଚ୍ଚ କରାଯାଇଥିଲା । କିନ୍ତୁ ବିଜେଡି ସରକାରଙ୍କର ପରାଜୟ ପରେ ହଠାତ୍ ଏହି ପ୍ରଦର୍ଶନୀକୁ ବନ୍ଦ କରି ଦିଆଯାଇଛି ।ଗତ ୫ ତାରିଖରୁ ଏଠାରେ ବିଜୁଳି ସଂଯୋଗ କାଟିଦିଆଯାଇଛି । ସ୍ଥାପନ ହୋଇଥିବା ମହାପ୍ରଭୁଙ୍କ ବେଶ ସବୁ ଖୋଲିବା ଆରମ୍ଭ ହୋଇଛି । ଜାନୁଆରୀ ଠାରୁ ଏହି ପ୍ରଦର୍ଶନୀ ଶ୍ରଦ୍ଧାଳୁଙ୍କ ପାଇଁ ଆକର୍ଷଣର ଏକ କେନ୍ଦ୍ର ଥିଲା ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post