ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ଆପାତତଃ ଅପରାହ୍ନ ୩ଟାରୁ ଆରମ୍ଭ ହୋଇ ରାତି ୮ଟା ପର୍ଯ୍ୟନ୍ତ ଚାଲୁ ରହିବ । ମହାପ୍ରଭୁଙ୍କର ଏହା ଗୁପ୍ତନୀତି ହୋଇଥିବାରୁ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ