ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି ଚିକିତ୍ସା ସହାୟତା ପାଇଁ ପରିବାର ସଦସ୍ୟଙ୍କୁ ଏକ ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଥିଲେ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post