ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post