ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁ, ବଡଠାକୁର ଏବଂ ମାଆ ସୁଭଦ୍ରାଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଏହି ନୀତିକୁ କରାଯାଇଥାଏ । ଏଥି ଲାଗି ପ୍ରାୟ ୪ ଘଣ୍ଟା ଭକ୍ତ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ବନ୍ଦ କରାଯିବାର ସୂଚନା ରହିଛି । ଏହି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ଗୁପ୍ତନୀତିକୁ ଦଇତାପତି ଓ ଅନ୍ୟାନ୍ୟ ସେବାୟତ ମାନଙ୍କ ଦ୍ୱାରା କରାଯାଇଥାଏ । ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post