ବଲାଙ୍ଗୀର: ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି 5T ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କରୁଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post