ଆଜି ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର। ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି। ଏହାପରେ ବାଳଭୋଗ, ଖେଚୁଡ଼ି ଭୋଗ ପରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର। ଓଡ଼ିଶାର ଏକମାତ୍ର ଶୈବ ପୀଠ ଧବଳେଶ୍ଵରଙ୍କ ପୀଠରେ ବଡ଼ ଓଷା ପାଳନ କରାଯାଇଥାଏ। ଏଥିରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମକୁ ଦୁଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ